ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ
ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ଲଗାଣ ବର୍ଷା । ଗତ ୨୪ ଘଣ୍ଟାରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ । ଆଜି!-->…