ହଜାରିବାଗ ତୀର୍ଥ ଯାତ୍ରୀ ଵସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ!-->…