Odia News Portal
Monthly Archives

October 2023

ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା

ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି। ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା। ପୂର୍ବ-ସିରିୟାର ୨ଟି ସ୍ଥାନରେ ଏୟାର ଷ୍ଟ୍ରାଇକ ହୋଇଛି । F-16 ବିମାନରୁ ହୋଇଛି ବୋମାମାଡ । ଇରାନ ରିଭୋଲ୍ୟୁସନାରି ଗାର୍ଡସ ଓ ଆତଙ୍କୀ ଆଡ୍ଡାକୁ ଟାର୍ଗେଟ୍ କରାଯାଇଛି । ଇରାନ ରିଭୋଲ୍ୟୁସନାରି…

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ପାରା ଏସୀୟ କ୍ରୀଡାରେ ଏସଏଲ୩ ପୁରୁଷ ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରମୋଦ ଭଗତଙ୍କ ଏହି ଉଲ୍ଲେଖନୀୟ ସଫଳତା ରାଜ୍ୟ ଓ ଦେଶ ପାଇଁ ଗୈାରବ ଆଣିବାକୁ ଅନ୍ୟ କ୍ରୀଡାବିତମାନଙ୍କୁ ପ୍ରେରଣା…

ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱରୂପ ନାୟକଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ…

ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ।ସେ ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ…

5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ

5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା…

ଲିଙ୍ଗରାଜ ମନ୍ଦିର ବିବାଦ: ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗ

ଲିଙ୍ଗରାଜ ମନ୍ଦିର ବିବାଦ ଘଟଣାରେ ନୂଆ ମୋଡ । ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗ । ବିବାଦର ସମାଧାନ ନହେବାରୁ ବୋର୍ଡରୁ ଇସ୍ତଫା ଦେଇଥିବା ସେମାନେ ସୂଚନା ଦେଇଛନ୍ତି । ଲିଖିତ ଭାବେ ଦେବତୋର କମିସନଙ୍କୁ ଇସ୍ତଫା ପତ୍ର ଦେଇଥିବା…

ରାତି ପାହିଲେ ଆରମ୍ଭ ହେବ ଗଜଲକ୍ଷ୍ମୀ ପୂଜା 

ରାତି ପାହିଲେ ଆରମ୍ଭ ହେବ ଗଜଲକ୍ଷ୍ମୀ ପୂଜା । ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଂଚିଛି । କୁମାର ପୂର୍ଣ୍ଣିମା ଠାରୁ ୧୧ ଦିନ ଧରି ଚାଲିବ ଗଜଲକ୍ଷ୍ମୀ ପୂଜା । ଏଥିପାଇଁ ଚଳଚଂଚଳ ହେଲାଣି ଢେଙ୍କାନାଳ ସହର । ମୃଣ୍ମୟୀ ମୂର୍ତି ନିର୍ମାଣ ଠାରୁ ଆରମ୍ଭ କରି ତୋରଣ ସାଜସଜା କାମରେ ଲାଗିପଡିଛନ୍ତି…

ନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ନଦୀ ପଠାରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ। ପୁରୀ ସଦର ଥାନା ଅଧୀନ ନୂଆଗାଁ ନିକଟ ନୂଆନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ମହିଳାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ। ତାଙ୍କ ଗଳା ଅଧା କଟି ଝୁଲି ରହିଥିବାବେଳେ ବାମ ହାତ ଶରୀରରୁ ସଂପୂର୍ଣ୍ଣ କଟିଯାଇଛି। …

ଚିକିତ୍ସା ପାଇଁ ବାପାଙ୍କୁ ବସାଇ ୩୫ କିଲୋମିଟର ଟ୍ରଲି ଟାଣିଲେ ଝିଅ

ଝିଅ ବି କୌଣସି ଗୁଣରେ କମ ନୁହେଁ। ଆକାଶରେ ଉଡୁଛି। ପାଣିରେ ମଧ୍ୟ ବୁଡୁଛି। ଶତ୍ରୁ ସହ ଯୁଦ୍ଧ ବି କରୁଛି। ବିପଦଆପଦ ବେଳେ ନିଜର ପରିବାର ପାଇଁ ଶକ୍ତି ହୋଇ ଠିଆ ହେଉଛି। ଭଦ୍ରକ ଜିଲ୍ଲା ଧୁଷୁରୀ ଅଞ୍ଚଳରେ ବାପାଙ୍କ ଚିକିତ୍ସା ପାଇଁ ଜଣେ ଝିଅ ଯେଉଁ କାମ କରିଛନ୍ତି, ତାଙ୍କୁ ଚାରିଆଡେ ପ୍ରଶଂସା…

ଅମୃତ ବାଟିକା ‘ଏକ ଭାରତ-ଶ୍ରେଷ୍ଠ ଭାରତ’ର ହେବ ଭବ୍ୟ ପ୍ରତୀକ : ଗୋଲକ ମହାପାତ୍ର

ଦେଶ ପାଇଁ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । “ମାଟିକୁ ନମନ୍‌, ବୀରଙ୍କୁ ବନ୍ଦନ” । ‘ଦେଶର ପ୍ରତି ଗାଁ, ପଂଚାୟତ,…