Odia News Portal
Yearly Archives

2023

ନିଜ ନିର୍ବାଚନମଣ୍ଡଳୀ ସମସ୍ୟା ସମାଧାନରେ ବିଫଳ ଅପରାଜିତା: ବିଜେଡି

ଗତ ଚାରି ବର୍ଷ ମଧ୍ୟରେ ସାଂସଦ ଭାବରେ ମାନ୍ୟବର ଅପରାଜିତା ଷଡଙ୍ଗୀ ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରେ ଲୋକଙ୍କ ସମସ୍ୟା ସମାଧାନରେ ବିଫଳ ହୋଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର ।ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ମିଶ୍ର ଭୁବନେଶ୍ୱର

ଚାକିରିରୁ ଇସ୍ତଫା ଦେଲେ ସୁରଙ୍କ ପୁଅ ମନ୍ମଥ ରାଉତରାୟ

ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ଏୟାର ଇଣ୍ଡିଆରେ କ୍ୟାପଟେନ୍ ଭାବେ କାର‌୍ୟ୍ୟରତ ଥିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ । ୨୦୨୪ରେ ସୁର ରାଉତରାୟ ନିର୍ବାଚନ ଲଢ଼ିବେନି ବୋଲି ପୂର୍ବରୁ ଘୋଷଣା କରିସାରିଛନ୍ତି । ତେଣୁ ସୁରଙ୍କ ଜାଗାରେ ତାଙ୍କ

ଆଜି ସନ୍ଧ୍ୟା ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଆଡପମଣ୍ଡରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ଟାରୁ ବନ୍ଦ ରହିବ। ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ। ୫ଟାରୁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି।

ଚାକିରିରୁ ବିଦା ହେଲେ କୋଟିପତି ଅତିରିକ୍ତ ଉପଜିଲ୍ଲାପାଳ

ମହଙ୍ଗା ପଡ଼ିଲା ସରକାର ବାବୁଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା। ଚାକିରିରୁ ବିଦା ହେଲେ କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ। ରାଜ୍ୟ ସରକାର ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁଇ ତଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଓଏସଆରଟିସି ଡ୍ରାଇଭରଙ୍କୁ ଗିରଫ କଲା ପୁଲିସ

ଦିଗପହଣ୍ଡି ବସ ଦୁର୍ଘଟଣାରେ ଡ୍ରାଇଭରକୁ ଗିରଫ କଲା ପୁଲିସ । ଭୁବନେଶ୍ୱରରୁ ପୁଲିସ ଡ୍ରାଇଭରକୁ ଉଠାଇନେଇଛି । ସରକାରୀ ବସର ଡ୍ରାଇଭରକୁ ଦିଗପହଣ୍ଡି ପୁଲିସ ଗିରଫ କରିଛି । ଖଣ୍ଡଗିରି ଓଏସଆରଟିସି ବସ ଡିପୋରୁ ପୁଲିସ ତାଙ୍କୁ ଗିରଫ କରିଛି । ଭରତପୁର ପୁଲିସ ସହାୟତାରେ ତାଙ୍କୁ ଗିରଫ କରାଯାଇଛି

ରବିବାର ବି ଖୋଲା ରହିବ ଡାକ୍ତରଖାନା ପରିସରରେ ଥିବା ଆହାର କେନ୍ଦ୍ର

ରାଜ୍ୟର ଡାକ୍ତଖାନା ପରିସରରେ ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଦିନରେ ଖୋଲା ରହିବ । ଏ ନେଇ ଗୃହ ଓ ନଗରଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର ସଭାପତିମାନଙ୍କୁ ଅବଗତ କରାଯାଇ

ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା: ୧୨ ମୃତକଙ୍କ ଲାଗି ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣା ପୀଡ଼ିତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।ଆଜି ଏଠାରେ

ଅନ୍ଧାରୁଆରେ ଦନ୍ତା ଆତଙ୍କ : ନଷ୍ଟ କରୁଛି ପନିପରିବା ଫସଲ

ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆରେ ପଶିିଛି ଦନ୍ତା । ଭରତପୁର ଜଙ୍ଗଲରୁ ହାତୀ ଆସି ଅନ୍ଧାରୁଆ ଓ ତାର ଆଖପାଖ ଗାଁରେ ବୁଲୁଛି । ହାତୀକୁ ଦେଖି ଲୋକଙ୍କ ମଧ୍ୟର କୋକୁଆ ଭୟ ଦେଖାଦେଇଛି । ଲୋକମାନେ ହାତରେ ଟର୍ଚ୍ଚ, ମଶାଲ ଓ ଟାୟାର ଧରି ଘଉଡ଼ାଇଥିଲେ ମଧ୍ୟ ହାତୀଟି ସ୍ଥାନୀୟ ଅଞ୍ଚଳରେ ଉତ୍ପାତ କରିଛି

ରାଜନୈତିକ ହିଂସାରୁ ହେଲା ରକ୍ତପାତ, ୨ ଗୁରୁତର

ବାଲେଶ୍ୱର ଜିଲ୍ଲା ସୋର ଥାନା ଗୁଡ଼ ଗାଁରେ ଗତ ରାତିରେ ରାଜନୈତିକ ହିଂସା ଯୋଗୁ ଘଟିଛି ରକ୍ତପାତ l ଦୁଇ ରାଜନୈତିକ ଗୋଷ୍ଠି ମଧ୍ୟରେ ଘଟିଥିବା ସଂଘର୍ଷରେ ୨ ଜଣ ଗୁରୁତର ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଗୁରୁତର ବ୍ୟକ୍ତିଦ୍ୱୟ