Odia News Portal
Yearly Archives

2023

ମହାପ୍ରଭୁଙ୍କ ନାଁରେ ମହା ଠକେଇ

ଭକ୍ତଙ୍କ ଭାବନା ସହ ଖେଳ । ମହାପ୍ରଭୁଙ୍କ ନାଁରେ ଠକେଇ । ଶ୍ରୀମନ୍ଦିରରେ ଭୋଗ ଲଗାଇବା ନାଁରେ ଭକ୍ତଙ୍କ ଭାବନା ସହ ରୀତିମତ ଖେଳ ଚାଲିଛି । ଶ୍ରୀମନ୍ଦିରରେ ପୂଜା କରିବାକୁ ଅନଲାଇନରେ ଦିଆଯଇଛି ବିଜ୍ଞାପନ । ଭକ୍ତମାନେ କୌଣସି ସ୍ଥାନରେ ଥାଇ ନିଜ ନାଁରେ ଭୋଗ ଚଢାଇ ପାରିବେ ବୋଲି ଏଥିରେ

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ମାଗୁବେରେଣୀ ଗାଁରେ ଶୁକ୍ରବାର ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ବୃଦ୍ଧଙ୍କୁ ଦନ୍ତାହାତୀ ଆକ୍ରମଣ କରିଥିଲା। ହାତୀଟି ବୃଦ୍ଧଙ୍କୁ ଶୁଣ୍ଢରେ କଚାଡି

ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଗିରଫ

ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଜୟନ୍ତୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ାଉ ପରେ ଜୟନ୍ତୀଙ୍କ ୧୪୫ ପ୍ରତିଶତରୁ ଅଧିକ ଆୟ ବହିର୍ଭୂତ ସଂପତ୍ତି ଥିବା ଜଣାପଡିଥିଲା । ଗତକାଲି

ସାପ କାମୁଡ଼ାରେ ଦୁଇ ଭଉଣୀ ମୃତ

ସାପ କାମୁଡ଼ାରେ ଗଲା ଦୁଇ ଭଉଣୀଙ୍କ ଜୀବନ । ଫଡ଼ିରେ ପରିବାର ସହ ଶୋଇଥିବା ବେଳେ ବିଷଧର ସାପ କାମୁଡାର ୨ ସମ୍ପର୍କୀୟ ଭଉଣୀ ପ୍ରାଣ ହରାଇଛନ୍ତି । ଉଭୟଙ୍କୁ କଣ୍ଟାମାଳ ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର । ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବରଗାଁ

ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ, ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ତରଫରୁ ସଚେତନତା କାର୍ଯ୍ୟକ୍ରମ 

ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ ଅବସରରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ତରଫରୁ ଏକ ସପ୍ତାହ ବ୍ୟାପି ସଚେତନତା କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବରଗଡ ପୌରପାଳିକା ସମ୍ମିଳନୀ କକ୍ଷରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା । ବରଗଡ ପୌରପାଳିକା ଅଧ୍ୟକ୍ଷା କଳ୍ପନା ମାଝୀ,

ଜଟିଳ ମାଂସପେଶୀ ରୋଗରେ ପୀଡ଼ିତ ବାଲେଶ୍ବର ଜିଲ୍ଲାର ୩ଜଣଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ- ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଓ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତଙ୍କ ଲାଗି

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ। ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ଓ ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଥିବାର ସୂଚନା ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ

ଓଡ଼ିଶାରେ ନଡ୍ଡା, ୨୪ ନିର୍ବାଚନ ପାଇଁ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଓଡ଼ିଶାରେ ପହଞ୍ଚିଲେ ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଓଡ଼ିଶାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ ଜିଲ୍ଲା କାର୍ଯ୍ୟାଳୟ ଅଭିମୁଖେ ବାହାରିଛନ୍ତି । ସେଠାରେ ବରଗଡ ଲୋକସଭା କ୍ଷେତ୍ରର ପ୍ରମୁଖ

ଟ୍ରେନ୍‌ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ

କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ କଟିଯାଇଥିବା ଜଣାପଡ଼ିଛି। ସୂଚନାନୁସାରେ, ବୁଧବାର ରାତିରେ ରାମଚନ୍ଦ୍ରପୁରର ସୁଦାମ

ମା’ ତାରାତାରିଣୀ ପୀଠ ସମ୍ମୁଖ ଋଷିକୁଲ୍ୟା ନଦୀର ହେବ ଉନ୍ନତିକରଣ

ଓଡିଶା ସରକାରଙ୍କ ପୂର୍ତ୍ତ ବିଭାଗ ଦ୍ଵାରା ଚଳିତ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲ୍ଲା ମା’ ତାରାତାରିଣୀ ପୀଠ ସମ୍ମୁଖ ଋଷିକୁଲ୍ୟା ନଦୀ ପଠାର ଉନ୍ନତିକରଣ ସକାଶେ ପ୍ରଶାସନିକ ଅନୁମୋଦନ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅନୁରୋଧ ପ୍ରକାରେ ରାଜ୍ୟ ସରକାର ଏହି