ଟାଟା ପାୱାର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଘେରିଲା ଯାଜପୁର ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା ମହାସଂଘ
ଯାଜପୁର ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା ମହାସଂଘ ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖ ରେ ଏଗାର ଦଫା ଦାବି କୁ ନେଇ ଏକ ପ୍ରତିବାଦ ସଭା ବିଦ୍ୟାଧର ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବହୁ ପୂର୍ବରୁ ବିଦ୍ୟୁତ୍ ବିଭାଗ ଏହା ପ୍ରତି!-->…