Odia News Portal
Yearly Archives

2023

ପବିତ୍ର ଘୋଷଯାତ୍ରାରେ ଶ୍ରୀକ୍ଷେତ୍ର ଲୋକାରଣ୍ୟ, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଆଜି ପବିତ୍ର ଘୋଷଯାତ୍ରା। ଶ୍ରୀମନ୍ଦିରରୁ ଆସି ରଥାରୂଢ଼ ହେବେ ଶ୍ରୀଜିଉ । ବଡ଼ଦାଣ୍ଡରେ ଭକ୍ତଙ୍କୁ ଦେବେ ଦର୍ଶନ। ଏହି ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ହୋଇଛି ଲୋକାରଣ୍ୟ। ଜଗତର ନାଥ ଶ୍ରୀଜଗନ୍ନାଥ, ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ରଥରେ ବିଜେ କରି

ଆସନ୍ତା କାଲି ଖୋଲିବ ରାଜ୍ୟର ସବୁ ସ୍କୁଲ

ଶେଷ ହୋଇଛି ଖରାଛୁଟି। ଆସନ୍ତା କାଲି ଅର୍ଥାତ ବୁଧବାର ରାଜ୍ୟରେ ଖୋଲିବ ସବୁ ସ୍କୁଲ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଜୁନ ୧୯ରେ ଖୋଲିଥାନ୍ତା, କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲକୁ

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା, ବିଭିନ୍ନ ପୁରାଣରେ ବର୍ଣ୍ଣିତ ଏ ପାବନ ରଥଯାତ୍ରା ବା ଘୋଷଯାତ୍ରା

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଜନ୍ମବେଦୀକୁ ଯିବେ ମହାପ୍ରଭୁ । ଅଣସର ଘରୁ ବାହାରି ଭଉଣୀ ଭାଇଙ୍କୁ ଧରି ଶୋଭାଯାତ୍ରା କରିବେ। ବାହାରେ ଲକ୍ଷ ଲକ୍ଷ ଭକ୍ତ ଭଗବାନଙ୍କୁ ପାଖରେ ଦେଖିବେ ବୋଲି ଅନେଇ ବସିଛନ୍ତି। ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର

ବଜ୍ରାଘାତରେ ହାତୀ ମୃତ

ବଜ୍ରାଘାତରେ ହାତୀ ମୃତ। ନରସିଂହପୁର ଅରଣ୍ଡା ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ଓ ଅଧିକାରୀ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି।

ରବି ସିହ୍ନା ରିସର୍ଚ୍ଚ ଆଣ୍ଡ ଆନାଲିସିସ ଉଇଙ୍ଗର ନୂଆ ମୁଖ୍ୟ ନିଯୁକ୍ତ

ଭାରତର ବୈଦେଶିକ ଗୁଇନ୍ଦା ସଂସ୍ଥା- ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ଉଇଙ୍ଗ୍ – ଆରଏଡବ୍ଲୁର ନୂଆ ମୁଖ୍ୟ ଭାବେ ୧୯୮୮ ବ୍ୟାଚ ଛତିଶଗଡ଼ କ୍ୟାଡର ଆଇପିଏସ ଅଫିସର ରବି ସିହ୍ନାଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ରବି ସିହ୍ନା ସାମନ୍ତ କୁମାର ଗୋୟଲଙ୍କ ସ୍ଥାନ ନେବେ । ରବି ସିହ୍ନା

ଏଥର ରଥଯାତ୍ରାରେ ବର୍ଷାରେ ଭିଜିବ ଶ୍ରୀକ୍ଷେତ୍ର

ରାଜ୍ୟର ପାଣିପାଗ ବଦଳିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଏଥିରେ କୁହାଯାଇଛି ଯେ ଉପକୂଳରେ ଗରମ କମିଯିବ, କିନ୍ତୁ ପଶ୍ଚିମ ଓଡ଼ିଶାରେ ଆଉ କିଛି ଦିନ ଯାଏ ଗ୍ରୀଷ୍ମପ୍ରବାହର ସ୍ଥିତି ଜାରି ରହିବ। ମୌସୁମୀ ଓଡ଼ିଶା ଆସିବା ପାଇଁ ପାଗ ଅନୁକୂଳ ହୋଇଛି। ଦୁଇ ତିନି ଦିନ

ଓଡ଼ିଶା ଶିକ୍ଷା ସେବା ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୧୬୦ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ନିଯୁକ୍ତି ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏହି ଅବସରରେ ଭୁବନେଶ୍ବରସ୍ଥିତ କୃଷି ଭବନ ସମ୍ମିଳନୀ କକ୍ଷରେ ରବିବାର ଏକ କାଉନସେଲିଂ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଭୁବନେଶ୍ୱରରେ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱରରେ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସହିଦନଗର ଅଞ୍ଚଳରେ ଥିବା ଭବାନୀ ମଲ୍ ନିକଟରେ ଥିବା ଏହି ବାର୍‌ରେ ଆଜି ଅପରାହ୍ଣରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି।ସର୍ଟ ସର୍କିଟରୁ ବାର୍‌ରେ ନିଆଁ ଲାଗିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ

ଗରମ ଓ ଗୁଳୁଗୁଳିର ଆଉ ଗୋଟିଏ ଦିନ

ଆଜି ମଧ୍ୟ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ଦିନ ୧୧ଟା ୩୦ ମିନିଟ ସୁଦ୍ଧା ସମ୍ବଲପୁର ଓ ଝାରସୁଗୁଡ଼ା ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଏହି ଦୁଇ ସହରରେ ତାପମାତ୍ରା ଥିଲା ୪୨ ଦଶମିକ ୬ ଡିଗ୍ରୀ ସେଲସିୟସ। ରାଜଧାନୀ ଭୁବନେଶ୍ୱରରେ ୩୯.୮ ଡିଗ୍ରୀ ତାପମାତ୍ରା ସହ

ପୁଣେର ଗଙ୍ଗାଧାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୋଦାମ

ପୁଣେ ଅନ୍ତର୍ଗତ ଗଙ୍ଗାଧାମରେ ଏକ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଘଟିବା ପରେ ଏହାକୁ ଆୟତ୍ତ କରିବା ଲାଗି ୨୨ଟି ଅଗ୍ନିଶମ ଗାଡି ନିୟୋଜିତ ହୋଇଥିଲା । ଅଗ୍ନିକାଣ୍ଡରେ ୨୦ରୁ ୨୫ଟି ଛୋଟବଡ ଗୋଦାମ ପାଉଁଶ ହୋଇଯାଇଛି । ସେପଟେ ମୁମ୍ବାଇ ନରିମାନ ପଏଣ୍ଟସ୍ଥିତ