ପୁଅ ଆକ୍ରମଣରେ ମା’ ମୃତ
ରାମଚନ୍ଦ୍ରପୁର ଥାନା ସାଇଁକୁଳ ନୂଆ ସାହିରେ ପୁଅ ଆକ୍ରମଣରେ ମା’ ମୃତ। ମଦ ପିଇବାକୁ ନେଇ ବଚସା ପରେ ପୁଅ କରିଥିଲା ଆକ୍ରମଣ। ଘଟଣାରେ ମୃତ ମହିଳା ମନ୍ଦିରା ନାଇକ ବୋଲି ଜଣାପଡିଛି। ପୋଲିସ ତଦନ୍ତ ଜାରି ରହିଛି ।
Recover your password.
A password will be e-mailed to you.
Recover your password.
A password will be e-mailed to you.