Odia News Portal
Yearly Archives

2023

୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଦିନ ୧୧ଟାରୁ ଦର୍ଶନ ବନ୍ଦ

୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ ୮ଟାରୁ ୯ଟା ଯାଏ ପରିମାଣିକ ଦର୍ଶନ ବ୍ୟବସ୍ଥା ରହିବ। ସକାଳ ୮ଟାରୁ ୯ଟା ଯାଏ ପାରମାଣିକ

ଏନ୍‌ଏସିର ଯୁବ ବିଜେଡି ନେତା କାହ୍ନୁ ସାହୁଙ୍କୁ ଗୁଳିମାଡ଼ 

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନ୍‌ଏସିର ଯୁବ ବିଜେଡି ନେତା କାହ୍ନୁ ସାହୁଙ୍କୁ ବୁଧବାର ରାତି ୧୧ଟାରେ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। କାରରେ ସେ ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ତାଙ୍କ ଡାହାଣ ହାତ ଓ ଜଙ୍ଘରେ ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ

ଓଡ଼ିଶାର ଗଣପର୍ବ ରଜ

ଓଡ଼ିଶାର ଗଣପର୍ବ ରଜ । ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ।

ସ୍ବାମୀଙ୍କ ପାଇଁ ଭାଗ୍ୟଶାଳୀ ହୋଇଥାନ୍ତି ଏଭଳି ସ୍ତ୍ରୀମାନେ

ସାମୁଦ୍ରିକ ଶାସ୍ତ୍ରରେ ଶରୀରର ରଙ୍ଗ,ରୂପ ଏବଂଆକାରକୁ ଆଧାର କରି ଭବିଷ୍ୟତ ବିଷୟରେ ଅନେକ କଥା କୁହାଯାଇପାରେ। ସାମୁଦ୍ରିକ ଶାସ୍ତ୍ରରେ କୁହାଯାଇଛି ଯେ ସ୍ତ୍ରୀମାନଙ୍କର ରଙ୍ଗ ଏବଂ ମୁହଁର ଭଙ୍ଗୀ ଦେଖି ଭବିଷ୍ୟତ ବିଷୟରେ ଆକଳନ କରାଯାଇପାରିବ। ଯେଉଁ ସ୍ତ୍ରୀର ମୁହଁ ଚନ୍ଦ୍ରମା ଭଳି ଗୋଲ , ଶରୀରର

ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକରେ ସମବାୟ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ ଚିକିତ୍ସକ, ଭୁବନେଶ୍ୱର ମହାନଗର ନିଗମର ପ୍ରଥମ ମେୟର ତଥା ବିଶିଷ୍ଟ ସମାଜସେବୀ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକରେ ରାଜ୍ୟ ଖାଦ୍ୟ ଓ ଯୋଗାଣ, ସମବାୟ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଆଜି ଶହୀଦ ନଗରସ୍ଥିତ ବାସଭବନରେ ଡାକ୍ତର

ଅମିତ ଶାହଙ୍କ ଓଡିଶା ଗସ୍ତ ବାତିଲ

ଅମିତ ଶାହଙ୍କ ଓଡିଶା ଗସ୍ତ ବାତିଲ ହୋଇଛି । ବାତ୍ୟା ‘ବିପରଯୋୟ’ ପାଇଁ ଗସ୍ତ ବାତିଲ କରିଛନ୍ତି ଅମିତ ଶାହ । ଆସନ୍ତା ଜୁନ ୧୭ରେ ଓଡିଶା ଆସିଥାନ୍ତେ କେନ୍ଦ୍ରମନ୍ତ୍ରୀ । କିନ୍ତୁ ଗସ୍ତର ଦୁଇ ଦିନ ପୂର୍ବରୁ ଏହାକୁ ବାତିଲ କରି ଦିଆଯାଇଛି । ଆରବ ସାଗରରେ ସୃଷ୍ଟ ବାତ୍ୟା ବିପରଯୋୟ ଶୁକ୍ରବାର

ପୁରୀ ବସ ଷ୍ଟାଣ୍ଡ ରେ ଘଟିଛି ଅଘଟଣ

ବିଦ୍ୟୁତ ଆଘାତ ରେ ଜନୈକ ଯୁବକ ର ହୋଇଛି ମୃତ୍ୟୁ । ଯୁବକ ଜଣକ ପୁରୀ କୋଲକାତା ଡ଼ଲଫିନ ବସ OD 05 BK 7165 ରେ ହେଲ୍ପର ଭାବେ କାର୍ଯ୍ୟରତ ଥିଲେ । ମୃତ୍ୟୁ କରିଥିବା ଯୁବକ ଜଣକ ହେଲେ କଟକ ଜିଲ୍ଲା ମାହାଙ୍ଗା ଓଳକଣା ର ମନୋଜ ରାଉତ (୩୨) । ସୂଚନାଯୋଗ୍ୟ କି ଆଜି ଅପରାହ୍ନ ସମୟରେ ମନୋଜ ବସ

ଦିଲ୍ଲୀରେ ଭୂକମ୍ପର ଝଟ୍‌କା

ଆଜି ଅପରାହ୍ଣରେ ଦିଲ୍ଲୀ ଏବଂ ଉତ୍ତର ଭାରତର କିଛି ଅଞ୍ଚଳରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଅପରାହ୍ଣ ସାଢ଼େ ୧ଟା ପରେ ମାତ୍ର କିଛି ସେକେଣ୍ଡ ପାଇଁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ଫଳରେ ଲୋକମାନେ ଭୟରେ ଘର ବାହାରକୁ ଚାଲି ଆସିଥିଲେ। ଖବର ଲେଖାଯିବା ସୁଦ୍ଧା କୌଣସି କ୍ଷୟକ୍ଷତି

ଗ୍ୟାସ ଲିକ୍‌: ୧୯ ଗୁରୁତର

ଢେଙ୍କାନାଳ ଜିଲ୍ଲା ମେରାମଣ୍ଡଳୀ ସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ଆଜି ଅପରାହ୍ଣରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ବ୍ଲାଷ୍ଟ ଫର୍ଣ୍ଣେସର ଷ୍ଟିମ୍ ଲାଇନ୍ ବିସ୍ଫୋରଣ ଘଟି ୧୯ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଚାରି ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତ ହୋଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା