ବିଦ୍ୟୁତ୍ କାଟ, ଜରୁରୀ ବୈଠକ ଡାକିଲେ ମୁଖ୍ୟ ସଚିବ
ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଜରୁରୀ ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ । ଆସନ୍ତା ସୋମବାର ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ବୈଠକରେ ରାଜ୍ୟର ୪ ବିତରଣ କମ୍ପାନୀର ସିଇଓଙ୍କୁ ଡକାଯାଇଥିବା ସୂଚନା ମିଳିଛି ।ରାଜ୍ୟରେ!-->…