Odia News Portal
Yearly Archives

2023

୧୭ରେ ଶାହ,୨୨ରେ ଓଡିଶା ଆସିବେ ନଡ୍ଡା

ବିଜେପିର ମହାଜନସମ୍ପର୍କ କାର୍ୟ୍ୟକ୍ରମ । ୧୭ରେ ଶାହ, ୨୨ରେ ଓଡିଶା ଆସିବେ ନଡ୍ଡା । ଜୁନ୧୭ ଜୁନରେ ଓଡିଶା ଆସୁଛନ୍ତି ଅମିତ ଶାହ । ୨୨ ତାରିଖରେ ଜେପି ନଡ୍ଡାଙ୍କ ଓଡିଶା ଗସ୍ତ ।  ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ  ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ,

ପାଣି ପାଇଁ ପ୍ରତିବାଦ, ଗରା-ବାଲଟି ଧରି ରାସ୍ତାକୁ ଓହ୍ଲାଇଲେ ମହିଳା

ପାଣି ପାଇଁ ପ୍ରତିବାଦ । ଗରା ବାଲଟି ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ । ବାରମ୍ବାର ଅଭିଯୋଗ କରିବା ପରେ ପିଇବା ପାଣି ନମିଳିବାରୁ ଶେଷରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଗ୍ରାମବାସୀ । ହାତରେ ଗରା ବାଲଟି ଧରି ରାଜପଥ ଅବରୋଧ କରିଛନ୍ତି କପ୍ତିପଦା ବ୍ଲକ ଆଦରପଦା ଗାଁର ଲୋକେ । ଦୀର୍ଘ ଦିନ ଧରି

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ: ୪୮,୭୮୩ ଜଣ ପାଇଲେ ରାଙ୍କ

ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଏହାପରେ

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ଓଜେଇଇର ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ ।ମେ ୮ରୁ ମେ ୧୫ ପର୍ଯ୍ୟନ୍ତ ହୋଇଥିଲା ପରୀକ୍ଷା ।

ଉଦ୍ଧାର ହେଲା ନିଖୋଜ ଛାତ୍ରୀଙ୍କ ମୃତଦେହ

ବ୍ରହ୍ମପୁରରେ ସମୁଦ୍ରରେ ନିଖୋଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ଛତ୍ରପୁର ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ବୁଡିଯାଇଥିଲେ ଛାତ୍ରୀ । ମୃତ ଛାତ୍ରୀ ଜଣଙ୍କ ହେଲେ ଶେରଗଡ଼ର ପ୍ରଜ୍ଞାରାଣୀ ତ୍ରିପାଠୀ । ଛାତ୍ରୀଙ୍କୁ ଉଦ୍ଧାର ପାଇଁ ବିମାନକୁ ନିୟୋଜିତ କରାଯାଇଥିଲା । ପୂର୍ବରୁ ସମୁଦ୍ର ଭିତରେ ବୁଡ଼ି

ପ୍ରତାପ ସାମଲଙ୍କ ୧୧ କୋଟିର ସମ୍ପତ୍ତି ଆଟାଚ୍ କଲା ଇଡି

ପ୍ରତାପ ସାମଲଙ୍କ ୧୧ କୋଟିର ସମ୍ପତ୍ତି ଆଟାଚ୍ କଲା ଇଡି । ଓଡିଶା ପୋଲିସ ଗୃହ ନିର୍ମାଣ ନିଗମ ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପ । ୧୧ କୋଟି ୩୫ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଥିବା ସୂଚନା । ପୂର୍ବରୁ ପ୍ରତାପଙ୍କ ଘରେ ରେଡ୍ କରି ୧୪ କୋଟିର ସମ୍ପତ୍ତି ପାଇଥିଲା

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲ୍ଲା ପିପିଲି ଥାନା ସାନକଣ୍ଟି ଗ୍ରାମରେ। ବାପା ହୃଷିକେଶ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ତାଙ୍କର ବୟସ ୬୦ ବର୍ଷ ହେବ ବୋଲି କୁହାଯାଉଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ପୁଅ ଜିତୁର ହୃଷିକେଶ

ଗ୍ରାମାଞ୍ଚଳରେ ଦୈନିକ ହାରାହାରି ବିଦ୍ୟୁତ୍‌ ଯୋଗାଣ ଅବଧି ବୃଦ୍ଧି ପାଇଛି:ଶକ୍ତି ମନ୍ତ୍ରୀ

ରାଜ୍ୟର ଗ୍ରାମାଞ୍ଚଳରେ ଦୈନିକ ହାରାହାରି ବିଦ୍ୟୁତ୍‌ ଯୋଗାଣ ଅବଧି ୨୦୧୮-୧୯ରେ ୨୦.୧୩ ଘଣ୍ଟାରୁ ୨୦୨୧-୨୨ରେ ୨୩.୨୨ ଘଣ୍ଟାକୁ ବୃଦ୍ଧି ପାଇଛି। ଯାହାକି ଜାତୀୟ ସ୍ତର ଦୈନିକ ୨୦.୫୩ ଘଣ୍ଟାଠାରୁ ଅଧିକ ଓ ଏଥିପାଇଁ କେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ୧୭

୧.୮ କୋଟିର ଅନଲାଇନ ଠକେଇ, ୨ ଗିରଫ

ଦିଲ୍ଲୀ ପୁଲିସ ଅନ୍‌ଲାଇନ ଠକେଇ ମାମଲାରେ ମଙ୍ଗଳବାର ଦୁଇଜଣ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି । ଇନ୍‌ଷ୍ଟାଗ୍ରାମରେ ଗୁରୁଗ୍ରାମ ବାସିନ୍ଦା ଜଣେ ମହିଳାଙ୍କ ସହ ବନ୍ଧୁତା ସ୍ଥାପନ କରିବାପରେ ଦୁଇ ଅଭିଯୁକ୍ତ ତାଙ୍କଠାରୁ ୧.୮ କୋଟି ଟଙ୍କା ଲୁଟି ନେଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରୁ

ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ 

ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ଏହା ଭିତରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି । କ୍ରୀଡା ପାଇଁ