Odia News Portal
Yearly Archives

2023

ଗରିବଙ୍କୁ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଉଚିତ ପଦକ୍ଷେପ ନେଇଛନ୍ତି: ସୁରେଶ ରାଉତରାୟ

ରାଜ୍ୟ ସରକାରଙ୍କ ‘ମୋ ଘର’ ଯୋଜନାକୁ ସ୍ବାଗତ କଲେ ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ୍ ରାଉତରାୟ। ଗରିବଙ୍କୁ ଘର ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ଉଚିତ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ମୁଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଉଛି ବୋଲି ସୁର ରାଉତ କହିଛନ୍ତି। ଆବାସ ଯୋଜନାରେ

ଡିଜିଟାଲ ମୋଡରେ ଲାଞ୍ଚ ନେଲେ ଦୃଢ କାର୍ଯ୍ୟାନୁଷ୍ଠାନ: ଓଡ଼ିଶା ଭିଜିଲାନ୍ସ

ଡିଜିଟାଲ ମୋଡରେ ଲାଞ୍ଚ ନ ନେବାକୁ ସତର୍କ କରିଛି ଭିଜିଲାନ୍ସ ବିଭାଗ। ଏହି ମୋଡରେ ଲାଞ୍ଚ କାରବାରର ପ୍ରମାଣ ମିଳିଲେ ଉଭୟ ଲାଞ୍ଚ ନେଉଥିବା ଓ ସାହାଯ୍ୟ କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛି ଭିଜିଲାନ୍ସ। ଫୋନ୍ ପେ ମାଧ୍ୟମରେ ଓ ଲାଞ୍ଚ

କନ୍ୟା ସନ୍ତାନକୁ ବିଷ ଇଞ୍ଜେକ୍ସନ୍ ଦେଲା ପିଶାଚ ବାପା

ଏକବିଂଶ ଶତାବ୍ଦୀରେ ସଭ୍ୟସମାଜ ମାନସିକ ବିକାରଗ୍ରସ୍ତ ଚିନ୍ତାଧାରାରେ ମଣିଷକୁ ପିଶାଚଗାମୀ କରାଇ ଘୃଣ୍ୟତାର ଶେଷ ସୀମାରେ ପହଞ୍ଚାଇ ନର ରାକ୍ଷାସରେ ପରିଣତ କରିପାରେ । ଘୃଣ୍ୟ ମାନସିକତାର ବଶବର୍ତ୍ତୀ ହୋଇ ନର ପିଶାଚ ସାଜି ନିଜ ଶିଶୁକନ୍ୟାକୁ ଅଲୋଡ଼ା ଭାବି ହତ୍ୟା କରିବାକୁ ପଛାଇ ନାହିଁ ।

୨୩ ବର୍ଷରେ ୨୫ ଗୁଣ ବଢିଛି ବଜେଟ

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମାନ୍ୟବର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ଯୋଗଦାନ କରିଥିଲେ । ଏହାପରେ ସାମ୍ବାଦିକ ସମ୍ମିଳନୀରେ

କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଆପକୁ ସମର୍ଥନ କରିବ ନାହିଁ କଂଗ୍ରେସ

ଦିଲ୍ଲୀରେ ପ୍ରଶାସନିକ ଅଧିକାରୀଙ୍କ ନିଯୁକ୍ତି ଏବଂ ବଦଳି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ସମର୍ଥନ ହାସଲ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସମ୍ପ୍ରତି ଉଦ୍ୟମ ଜାରି ରଖିଛନ୍ତି । ଏଥିପାଇଁ ସେ ସମସ୍ତ ବିରୋଧୀ ଦଳର ମୁଖ୍ୟଙ୍କୁ ଭେଟି ଆଲୋଚନା କରୁଛନ୍ତି। କିନ୍ତୁ

ଯୋରନ୍ଦା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ

ଉନ୍ନତି ପଥରେ ଢେଙ୍କାନାଳର ବିଶ୍ବପ୍ରସିଦ୍ଧ ଯୋରନ୍ଦା ପୀଠ । ଯୋରନ୍ଦା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଢେଙ୍କାନାଳ ଜିଲ୍ଲାର ପର୍ଯ୍ୟଟନସ୍ଥଳି ଗୁଡିକର ବିକାଶ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ କେବଳ ୧୦ କୋଟି ଟଙ୍କା ବ୍ୟୟରେ ମହିମାଗାଦୀ ଯୋରନ୍ଦା ପୀଠର ଉନ୍ନତିକରଣ

ତାଳଦଣ୍ଡା କେନାଲକୁ ଖସିଲା କାର, ଜଣଙ୍କର ମୃତ୍ୟୁ

ଭାରସାମ୍ୟ ହରାଇ କଟକ ତାଳଦଣ୍ଡା କେନାଲକୁ ଖସିଲା କାର। ମାତୃଭବନ ସମୁଖରେ ଭାରସାମ୍ୟ ହରାଇ କେନାଲକୁ ଖସିଯାଇଥିବା ସୂଚନା ରହିଛି । ସ୍ଥାନୀୟ ଲୋକଙ୍କ ଦ୍ଵାରା ଉଦ୍ଧାର କାଯ୍ୟ ଜାରି ରହିଥିବାବେଳେ କାରରେ ୨ ଜଣ ଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ କଟକ ବଡ଼ ମେଡ଼ିକାଲକୁ

କ୍ୟାବିନେଟ ବୈଠକ: ୧୮ଟି ପ୍ରସ୍ତାବକୁ ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବରେ ମୋହର ବାଜିଛି । ‘ମୋ ଘର’ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ଦିଆଯାଇଛି। ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି

ଜରୁରୀ ଅବତରଣ କଲା ବାୟୁସେନାର ଆପାଚି ଆଟକ୍‌ ହେଲିକପ୍ଟର୍‌

ମଧ୍ୟପ୍ରଦେଶର ଭିଣ୍ଡ୍‌ ଜିଲ୍ଲା ଅନ୍ତର୍ଗତ ଗୋଟାଏ ଗ୍ରାମ ନିକଟରେ ଥିବା ବିଲରେ ଭାରତୀୟ ବାୟୁସେନାର ଏକ ଆପାଚି ଆଟାକ୍‌‌ ହେଲିକପ୍ଟର୍‌ ଆଜି ଜରୁରୀ ଅବତରଣ କରିଥିବା କଥା ବାୟୁସେନା ଅଧିକାରୀମାନେ କହିଛନ୍ତି। ଘଟଣାସ୍ଥଳରୁ ଉତ୍ତୋଳନ କରାଯାଇଥିବା ଭିଡିଓରେ ଦେଖାଯାଉଛି ବିଲରେ ହେଲିକପ୍ଟର୍‌

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟା ୪୫ରେ ବସିବ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରର ପଞ୍ଚମ ବର୍ଷ ଆରମ୍ଭର ପ୍ରଥମ ଦିନରେ ନବୀନ କରିବେ ବଡ଼ ଘୋଷଣା। ସରକାର ନିର୍ବାଚନ ବର୍ଷକୁ ପ୍ରବେଶ କରୁଥିବାରୁ