ପାସ୍ ହାରରେ କଟକ-ଜଗତସିଂହପୁର ଆଗରେ, ମାଲକାନଗିରି ପଛରେ
ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଏଥର ପାସ୍ ହାରରେ କଟକ-ଜଗତସିଂହପୁରରେ ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍!-->…