ଖାଦ୍ୟଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତା
ଖାଦ୍ୟଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତା । ଗତ ବର୍ଷ ରାଜ୍ୟରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଛି । ୨୦୨୨-୨୩ ବର୍ଷରେ ରାଜ୍ୟରେ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍ ଟନରୁ ଅଧିକ ପରିମାଣର ଖାଦ୍ୟ ଶସ୍ୟ ଉତ୍ପାଦନ ହୋଇଥିବା କୃଷି ବିଭାଗ କହିଛି । ୨୦୨୦-୨୧ ବର୍ଷରେ ରାଜ୍ୟରେ ୧୩୦ ଲକ୍ଷ ୩୮!-->…