ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପ୍ରଶାସନିକ ସେବା ଉପରେ ଦିଲ୍ଲୀ ସରକାରଙ୍କ ସମ୍ପୂର୍ଣ୍ଣ ନିୟନ୍ତ୍ରଣ
ଦିଲ୍ଲୀର ପ୍ରଶାସନିକ ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଉପରାଜ୍ୟପାଳ ନୁହେଁ ବରଂ ଦିଲ୍ଲୀ ସରକାରଙ୍କ ଅଧୀନରେ ପ୍ରଶାସନିକ ଅଧିକାରୀ କାର୍ଯ୍ୟ କରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏହି ମାମଲାରେ ୨୦୧୯ରେ ଜଷ୍ଟିସ!-->…