Odia News Portal
Yearly Archives

2023

ଓଡିଶାରେ ପହଞ୍ଚିଲେ ନୀତିଶ କୁମାର

ଜାତୀୟ ରାଜନୀତିରେ ବଢୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦବଦବା । ଓଡିଶା ଆସି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ନୀତିଶ କୁମାରଙ୍କୁ ସ୍ବାଗତ କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଜେଡି ବିଧାୟକ

ୟୁପିରେ ‘ଦି କେରଳ ଷ୍ଟୋରୀ’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ବଲିଉଡ ଫିଲ୍ମ ‘ଦି କେରଳ ଷ୍ଟୋରୀ’କୁ ନେଇ ଅନେକ ସ୍ଥାନରେ ବିବାଦ ଦେଖାଦେଇଥିବା ବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫିଲ୍ମଟିକୁ ରାଜ୍ୟରେ କରମୁକ୍ତ ଘୋଷଣା କରିଛନ୍ତି। ‌ସେ ଆଜି ସକାଳ ୯ଟା ୭ରେ ଏକ ଟ୍ବିଟ୍‌ ପୋଷ୍ଟ୍‌ ଜରିଆରେ

କୋରାପୁଟରେ ଚକ ଅଖ ବନ୍ଦ

କୋରାପୁଟରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ସ୍ଥାନୀୟ ନିଯୁକ୍ତି, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ସହ ଅନ୍ୟାନ୍ୟ ଦାବିକୁ ନେଇ ବନ୍ଦ ପାଳନ କରୁଛି କଂଗ୍ରେସ । କଂଗ୍ରେସ ବିଧାୟକ ତାରାବାହୀନି ପତିଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ରାସ୍ତାକୁ ଓହ୍ଲାଇଛନ୍ତି । ବନ୍ଦ

୨୩ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ବାଘ

ନୂଆପଡ଼ାରେ ଚିକିତ୍ସାଧୀନ ଅବସ୍ଥାରେ ବାଘର ମୃତ୍ୟୁ ଘଟିଛି। ରାତି ୧୨ଟା ୧୫ ମିନିଟ ସମୟରେ ଉକ୍ତ ବାଘର ପ୍ରାଣହାନି ଘଟିଛି। ଏନେଇ ସୂଚନା ଦେଇଛନ୍ତି ଏସିଏଫ୍ ମହମ୍ମଦ ମୁସ୍ତାଫ ସାଲିହା। ବନ ବିଭାଗର ଅବହେଳ ଓ ଖାମଖିଆଲି ମନୋଭାବ ଯୋଗୁ ବାଘଟି ପ୍ରାଣ ହରାଇଥିବା କୁହାଯାଉଚି।ଉଲ୍ଲେ୍ଖଯୋଗ୍ୟ,

୫-ଟି ସ୍କୁଲ ରୂପାନ୍ତରଣରେ ଭଲ କାମ କରୁଥିବା ଜିଲ୍ଲାକୁ ଦିଆଯିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’

ଆଜି ଥିଲା ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଶେଷ ଦିନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟରେ ଖୁସି ପ୍ରକାଶ କରି ଏଥିରେ ଭଲ କାମ କରୁଥିବା ଜିଲ୍ଲା ମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

ପୁଣି ବିବାଦରେ ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ

ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ବିଶିଷ୍ଠ ଲେଖିକା ଈ. ଜିନ୍ କାରୋଲ ଏନେଇ ଅଭିଯୋଗ ଆଣିବା ସହ କୋର୍ଟରେ ମାନହାନୀ ମକୋଦମ ଦାଏର କରିଛନ୍ତି । ଏହି ମାମଲାରେ ରବିବାର ଟ୍ରମ୍ପ ନିଜ ସାକ୍ଷ୍ୟ ରଖିବାର ଶେଷ ସୁଯୋଗ ପାଇଥିଲେ, କୋର୍ଟ ଟ୍ରମ୍ପକୁ

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପଡିଲା ପୂର୍ଣ୍ଣଛେଦ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ମନ୍ଦିର ଚର୍ତ୍ତୃପାର୍ଶ୍ଵ ଉନ୍ନତି ନେଇ ହଟିଲା ଅଦାଲତି ସମସ୍ୟା। ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପୂର୍ଣ୍ଣଛେଦ। ମାମଲାରେ ଅନ୍ତ ଘଟାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଅନ୍ତ

ଫିଲ୍ମ ‘ଦ କେରଳ ଷ୍ଟୋରୀ’କୁ ନେଇ ବଢୁଛି ବିବାଦ

ପଶ୍ଚିମବଙ୍ଗରେ ବ୍ୟାନ୍ ହେଲା ଫିଲ୍ମ ‘ଦ କେରଳ ଷ୍ଟୋରୀ’ । ମମତା ସରକାର ପଶ୍ଚିମବଙ୍ଗରେ ଏହି ଫିଲ୍ମକୁ ବ୍ୟାନ୍ କରିବାକୁ ନିର୍ଦ୍ଦେଶ ଦେଇଛି । ତେବେ ଏହି ଫିଲ୍ମ ଚାଲିବା ଦ୍ୱାରା ରାଜ୍ୟରେ ଶାନ୍ତି ଭଙ୍ଗ ହେବାର ଆଶଙ୍କା ଥିବାରୁ, ଏପରି ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଉଛି । ଏହାସହିତ

ଦୋକାନ ଭିତରେ ଯୁବକଙ୍କ ଆତ୍ମହତ୍ୟା

ଦୋକାନ ଭିତରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ କପିଳେଶ୍ୱର ବଢେଇସାହିର ପୂର୍ଣ୍ଣଚନ୍ଦ୍ର ହଜାରୀ । ପୁଲିସ ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହାର

ଝାରସୁଗୁଡା ଉପନିର୍ବାଚନ ନେଇ ସିଇଓଙ୍କ ପ୍ରେସମିଟ୍, ୨୫୩ ବୁଥରେ ହେବ ମତଦାନ

ଝାରସୁଗୁଡା ଉପନିର୍ବାଚନ ନେଇ ସିଇଓଙ୍କ ପ୍ରେସମିଟ୍ । ମୁଖ୍ୟନିର୍ବାଚନ ଅଧିକାରୀ କହିଛନ୍ତି, ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି । ଚଳିତ ଉପନିର୍ବାଚନ ପାଇଁ ୩୩୦ ଭୋଟର ଘରୁ ଭୋଟ ପାଇଁ ଆବେଦନ କରିଥିଲେ । ୩୨୧ ଜଣ ବର୍ତ୍ତମାନ ମତଦାନ କରିସାରିଛନ୍ତି । ଉପନିର୍ବାଚନ ପାଇଁ ୨୫୩ ବୁଥରେ