ଅଦ୍ବିତୀୟ ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଇଣ୍ଡିଆନ୍ ଓସିନ୍ ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ୍ ଆଓ୍ବାର୍ଡ ସେରିମନୀରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଥିବା ଡକ୍ୟୁମେଣ୍ଟାରୀ ଫିଲ୍ମ ଅଦ୍ବିତୀୟ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଦୁଇ ଯୁବ ପ୍ରତିଭା!-->…