ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି । ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ ଓଡ଼ିଶାରେ ପହଞ୍ଚିଛନ୍ତି । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରାଯାଇଛି । ଆସନ୍ତାକାଲି ଶନିବାର କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନାସନାଲ କନଫରେନ୍ସ ଅନ ଡିଜିଟାଲାଜାଇସେନ!-->…