Odia News Portal
Yearly Archives

2023

କୃଷି ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷି ମୁଠି ଅନୁକୂଳ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମିଲେଟ ଶକ୍ତି କାଫେ, କ୍ରେଚ ‘ କଳିକା’ ଲୋକାର୍ପଣ ଏବଂ  କୃଷି ସମୀକ୍ଷା କେନ୍ଦ୍ର ଉଦଘାଟନ ମଧ୍ୟ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ

ବିଜେଡିର ନୂଆ କାର୍ଯ୍ୟାଳୟ ଶଙ୍ଖ ଭବନର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଲୋକାର୍ପିତ ହେଲା ବିଜେଡିର ନୂଆ ରାଜ୍ୟ କାର୍ଯ୍ୟାଳୟ । ଶଙ୍ଖ ଭବନର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ନେତା ଓ କର୍ମୀଙ୍କ ଉପସ୍ଥିତିରେ ଶଙ୍ଖ ଭବନର ଉଦଘାଟନ କରିଛନ୍ତି ନବୀନ । ପ୍ରତ୍ୟେକ ଜିଲ୍ଲାରୁ ଦଳର ଛାମୁଆ ନେତା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ବିଜେଡି ଗଠନ

ପଞ୍ଚଭୂତରେ ଲୀନ ହେଲେ ଶହୀଦ ଦେବାଶିଷ ବିଶ୍ୱାଳ

ହେ ବୀର ଯବାନ ତୁମକୁ ସତ ସଲାମ । ଦେଶ ମାତୃକା ପାଇଁ ଆପଣଙ୍କ ବଳିଦାନ ଅତୁଳନୀୟ । ଏ ଦେଶ ଏ ମାଟି ଆପଣଙ୍କ ବଳିଦାନ ପାଇଁ ସବୁବେଳେ ମନେ ରଖିବ । ଶହୀଦ ଦେବାଶିଷ ବିଶ୍ୱାଳ ଅମର ରହେ । ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀର ସହିଦ ଦେବାଶିଷ ବିଶ୍ୱାଳ ପଞ୍ଚଭୂତରେ ଲୀନ

କଂଗ୍ରେସରେ ବିଜୟ ପଟ୍ଟନାୟକଙ୍କୁ ମିଳିଲା ଗୁରୁଦାୟିତ୍ୱ

କଂଗ୍ରେସରେ ବିଜୟଙ୍କୁ ଗୁରୁଦାୟିତ୍ୱ । କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ବାଜିଲା ମୋହର । ସେହିଭଳି ରାଜ୍ୟ କଂଗ୍ରେସର ରାଜନୈତିକ ବ୍ୟାପାର କମିଟିକୁ ଏଆଇସିସିର ଅନୁମୋଦନ ମିଳିଛି । କମିଟିରେ ରାଜ୍ୟ ପ୍ରଭାରୀ

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଲାଗିବନି Income Tax

ଇନକମ ଟ୍ୟାକ୍ସ ପ୍ରଦାନକାରୀଙ୍କ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି । ଅଧିକାଂଶ ଲୋକ ଲକ୍ଷାଧିକ ଟଙ୍କା ରୋଜଗାର କରୁଥିଲେ ହେଁ ସେମାନେ ଇନକମ୍ ଟ୍ୟାକ୍ସକୁ ନେଇ ଚିନ୍ତାରେ ରହିଥାନ୍ତି । ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଅର୍ଥମନ୍ତ୍ରୀଙ୍କ

ରାଜ୍ୟରେ ଗରମରୁ ମିଳିଳା ତ୍ରାହି, ୨୬ ଯାଏ ବର୍ଷା ସମ୍ଭାବନା

ରାଜ୍ୟରେ ଗରମରୁ ମିଳିଳା ତ୍ରାହି ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି । ସେପଟେ ରାଜ୍ୟରେ ୨୬ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବର୍ଷା ସମ୍ଭାବନା ରହିଛି । ଆଜି ଓ କାଲି ବର୍ଷା ନେଇ ୧୭ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ପତ୍ନୀହନ୍ତାକୁ ଆଜୀବନ ଦଣ୍ଡାଦେଶ

ପତ୍ନୀ ହତ୍ୟା ମାମଲାରେ ଦୋଷୀକୁ ଆଜୀବନ ଦଣ୍ଡାଦେଶ ଶୁଣାଯାଇଛି । ଦୋଷୀ ଅଗସ୍ତି ମାଝୀକୁ ଆଜୀବନ ଦଣ୍ଡାଦେଶ ଦେଲେ ଏଡିଜେ । ୨୦୧୯ ଜୟପାଟଣା ଥାନା କୁହୁରିଗୁମ୍ମାରେ ଘଟିଥିଲା ଏହି ହତ୍ୟାକାଣ୍ଡ । ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ରାକ୍ଷସ ସ୍ୱାମୀ ।

ଦୀପାଳିଙ୍କ ପାଇଁ ପ୍ରଚାର କରିବେ ନବୀନ,୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି 

ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା । ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ

ସାବରମତୀ ଏକ୍ସପ୍ରେସରେ ନିଆଁ ଲଗାଇବା ମାମଲା, ୮ ଦୋଷୀଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ

୨୦୦୨ ଗୁଜରାଟ ଗୋଧରା ଠାରେ ସାବରମତୀ ଏକ୍ସପ୍ରେସରେ ନିଆଁ ଲଗାଇଦେଇଥିବା ୮ଜଣ ଦୋଷୀଙ୍କୁ ଆଜି ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଆଜୀବନ ଜେଲଦଣ୍ଡରେ ଦଣ୍ଡିତ ହୋଇଥିବା ଏହି ୮ଜଣ ଦୋଷୀ ୧୭ରୁ ୨୦ ବର୍ଷ ହେବ ଜେଲରେ ରହିଥିଲେ । ଏହାସହ ସମାନ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅନ୍ୟ