Odia News Portal
Yearly Archives

2023

ରାଜ୍ୟରେ ଗ୍ରୀଷ୍ମପ୍ରବାହ: ଝାରସୁଗୁଡ଼ା ଉତ୍ତପ୍ତ ସହର

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରାରୁ ନିସ୍ତାର ମିଳୁନି । ଆଜି ଦିନ ୨ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ୪୨ ଦଶମିକ ୮ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା

ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି : ଗଣଶିକ୍ଷା ମନ୍ତ୍ରୀ

ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଖରା ଛୁଟି ଘୋଷଣା ହୋଇଛି।

ଭିଜିଲାନ୍ସ ହାତରେ ଧରା ପଡିଲେ ଲାଞ୍ଚୁଆ ଡାକ୍ତର

ଯାଜପୁର ଜିଲ୍ଲାର ଦାନଗଦି ଡାକ୍ତର ଖାନା ର ଡାକ୍ତର ପବିତ୍ର ସେଠି ଲାଞ୍ଚ ନେଉ ଥିବା ସମୟରେ ଭିଜିଲାନ୍ସ ହାତ ରେ ଧରା ପଡିଛନ୍ତି ଲାଞ୍ଚ କରା ବାର ରେ ସମ୍ପୃକ୍ତ ଥିବା ସିକ୍ୟୁଟି ଗାର୍ଡ ଅଭିରାମ କାଣ୍ଡି ମଧ୍ୟ୍ୟ ଧରା ପଡିଛନ୍ତି କାଳିଆ ପାଣି ଅଂଚଳ ରେ ଦୃଖ ବନ୍ଧୁ ବ୍ରର୍ଜା ଘାତ ରେ ମୃତ୍ୟୁ

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ

୪୨.୭ ଡିଗ୍ରିରେ ସିଝିଲେ ଭୁବନେଶ୍ବରବାସୀ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରାରେ ରାଜ୍ୟବାସୀ ଛଟପଟ ହେଉଛନ୍ତି। ଆଜି ରାଜ୍ୟର ୨୯ଟି ସହରର ତାପମାତ୍ରା ୪୦ ଡିଗ୍ରି ଅଥବା ଏଥିରୁ ଊର୍ଦ୍ଧ୍ବ ରେକର୍ଡ କରାଯାଇଛି। ଏଥିରୁ ୧୭ଟି ସହରରେ ତାପମାତ୍ରା ୪୨ ଡିଗ୍ରିରୁ ଅଧିକ ରହିଛି। ମୟୂରଭଂଜ ଜିଲ୍ଲା ସଦର ମହକୁମା ବାରିପଦା ସହିତ

ସରୋଜ କୁମାର ସାମଲ ହୋଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ

ସରୋଜ କୁମାର ସାମଲ ହୋଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ । ଏହା ସହିତ ରାଜ୍ୟରେ ଆଇଏଏସ୍ କ୍ୟାଡରରେ ଯୋଗ ଦେଇଥିବା ଯୁଗ୍ମ ସଚିବଙ୍କ ପଦପାଇଁ ମଧ୍ୟ ଦାୟିତ୍ୱ ଦିଆଯାଇଛି ।