ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଜିଲ୍ଲାଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ । ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଗୁରୁଜଙ୍ଗରେ ୧୯୪୧ ମସିହାରେ!-->…
