ଧନୀ ମୁଖ୍ୟମନ୍ତ୍ରୀ ତାଲିକାର ତୃତୀୟ ସ୍ଥାନରେ ନବୀନ
ଦେଶର କେଉଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଛି କେତେ ସଂପତ୍ତି? ଆପଣ ଜାଣନ୍ତି କି ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ କିଏ? ଏନେଇ ଏଡିଆର୍ ରିପୋର୍ଟରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସଂପତ୍ତି ତାଲିକା ପ୍ରକାଶ ପାଇଛି। ଏହି ରିପୋର୍ଟ ଆଧାରରେ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ତୃତୀୟ ସ୍ଥାନରେ!-->…
