୧୪ରେ ବଙ୍ଗୋପସାଗରରେ ଲଘୁଚାପ
ଓଡ଼ିଶାରେ ବଡ ବର୍ଷା ଆଶଙ୍କା । ୧୪ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ପ୍ରଭାବରେ ଆସନ୍ତା ୧୬ ତାରିଖରୁ!-->…