ମନୀଷ ସିସୋଦିଆଙ୍କୁ ଝଟକା
ଅବକାରୀ ନୀତି ଦୁର୍ନୀତି ମାମଲାରେ ତିହାର ଜେଲରେ ବନ୍ଦୀ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଶୁକ୍ରବାର ଏକ ବଡ଼ ଝଟକା ଲାଗିଛି। ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଏହି ମାମଲାରେ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ତେବେ ନିମ୍ନ ଅଦାଲତଙ୍କ!-->…
