ଶୂନ୍ୟକାଳରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ସାଲୁଜା
ଆଜି ଶୂନ୍ୟକାଳରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ବଲାଙ୍ଗୀର ଜାଲ ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ। ବଲାଙ୍ଗୀରରେ ନକଲି ସାର୍ଟିଫିକେଟ ରାକେଟ ଚାଲିଛି। ଏହି ମାମଲାରେ ମନୋଜ ମିଶ୍ର ଏବଂ ଅଶୋକ!-->…
