ଆଜିଠୁ ଆରମ୍ଭ ହେଲା ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା
ଆସନ୍ତା ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା। ଆଜି ଠାରୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ପ୍ରକ୍ରିୟା। ଏହି ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ,କର୍ମଚାରୀମାନଙ୍କୁ ନେଇ ୧୦!-->…