Odia News Portal
Yearly Archives

2023

ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘର ଚେତାବନୀ

ଆଜି ସନ୍ଧ୍ୟା ସୁଦ୍ଧା ସରକାର ଯଦି ଆନ୍ଦୋଳନକାରୀ ଡ୍ରାଇଭରଙ୍କ କବଳରୁ ରାସ୍ତାକୁ ମୁକ୍ତ ନ କରନ୍ତି, ତେବେ ବସ୍ ଚଳାଚଳ ବନ୍ଦ ରଖିବାକୁ ବାଧ୍ୟ ହେବୁ ବୋଲି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଏକ ସାମ୍ବାଦିକ

ଡ୍ରାଇଭରମାନଙ୍କ ଆନ୍ଦୋଳନର ପ୍ରଭାବ: ରାଜଧାନୀରେ ପନିପରିବା ଦର ଆକାଶଛୁଆଁ

ରାଜ୍ୟରେ ଚାଲିଥିବା ଡ୍ରାଇଭରମାନଙ୍କର ଆନ୍ଦୋଳନ ଜାରି ରହିଥିବା ବେଳେ ପରିବା ଦର ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏବେ ରାଜଧାନୀରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଦୁଇ ଦିନ ହେଲା ପରିବା ଟ୍ରକ ଆସିପାରୁନଥିବା କାରଣରୁ ଏଭଳି ସ୍ଥିତି ଉପୁଜିଥିବା ବ୍ୟବସାୟୀମାନେ କହିଛନ୍ତି। ଆଉ ଅଧେ

ଆଜିଠୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ବୁଧବାର ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହୋଇଛି। ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଆଜି, ଆସନ୍ତାକାଲି ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି

ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ଛାତ୍ର ମୃତ

ପରୀକ୍ଷା କେନ୍ଦ୍ରରେ ଜଣେ ମାଟ୍ରିକ ଛାତ୍ରଙ୍କ ମୃତ୍ୟୁ ଘଟିଛି ।ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । କୋରାପୁଟର ଦାମନଯୋଡି ପରୀକ୍ଷା କେନ୍ଦ୍ରରେ ଏହି ଘଟଣାଟି ଘଟିଛି । ସୂଚନାନୁସାରେ ଛାତ୍ରଟି ପରୀକ୍ଷା କେନ୍ଦ୍ରରେ ପହଂଚିବା କ୍ଷଣେ

ବ୍ଲେଡ ମାଡରେ ଛାତ୍ରୀ ଗୁରୁତର

ପରୀକ୍ଷା ଦେଇ ଫେରୁଥିବା ବେଳେ ଜଣେ ଛାତ୍ରୀଙ୍କୁ ଦୁର୍ବୃତ୍ତମାନେ ଅପହରଣ କରିବାକୁ ଉଦ୍ୟମ କଲା ବେଳେ ଖସି ପଳାଇ ଆସିଲେ ଛାତ୍ରୀ। ଦୁର୍ବୃତ୍ତଙ୍କ ବ୍ଲେଡ୍‌ ମାଡ଼ରେ ଛାତ୍ରୀ ଜଣଙ୍କ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ। ଆହତ ଛାତ୍ରୀ ଜଣଙ୍କ ହେଲେ

ଆଜି ରାଜଧାନୀରେ ଗଡ଼ିବନି ଅଟୋ

ଆଜି ରାଜଧାନୀରେ ଗଡିବନି ଅଟୋ । ଆନ୍ଦୋଳନରେ ସାମିଲ ହେବେ ସ୍ମାର୍ଟସିଟି ଅନଲାଇନ୍ ଅଟୋ ସଂଘ । ଆଜି ରାଜଧାନୀରେ ପାଖାପାଖି ୧୦ ହଜାର ଅଟୋ ରିକ୍ସା ଗଡିବନି । ଅଟୋରିକ୍ସା ଚାଳକ ମାନେ ଲୋୟର ପିଏମଜିରେ ଧାରଣା ଦେବେ । ସଂଘ କହିଛି, ଷ୍ଟିଅରିଂ ଛାଡ ଆନ୍ଦୋଳନ ବେଳେ ଧର୍ମଘଟ ନାଁରେ ଆନ୍ଦୋଳନକାରୀ

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ  ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଭୁବନେଶ୍ବର-କଟକ କମିସ‌ନରେଟ ପୁଲିସ ଅନ୍ତର୍ଗତ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ୩ଟି ମାମଲାରୁ ମାତ୍ର

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ। ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଅଧୀନରେ ମା ଓ ଶିଶୁ ବିକାଶ ସହିତ ନିରାପଦ ମାତୃତ୍ଵ ପାଇଁ କାମ କରି ଆସୁଥିବା ଆଶା କର୍ମୀମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି | ଆଶାକର୍ମୀମାନେ ଦାବି କରିଛନ୍ତି ଯେ ମାସିକ ସୁନିଶ୍ଚିତ ଭତ୍ତା

ରାସ୍ତା ଉପରେ ଛିଡା ହୋଇ ରହିଛି ହଜାର ହଜାର ଟ୍ରକ

୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଆଉ ଏହି ଆନ୍ଦୋଳନର ପ୍ରଭାବ ଦେଖିବାକୁ ମିଳିଛି । ଡ୍ରାଇଭରମାନେ