Odia News Portal
Yearly Archives

2023

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି

ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷେପ ନିଆଯାଉଛି।

ଗୃହରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଲା

ଗୃହରେ ବୁଧବାର ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପ୍ରସଙ୍ଗ ଉଠିଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ସବୁ କମିଟି ରିପୋର୍ଟ ଦେଲା ପରେ ମଧ୍ୟ ସରକାର କ’ଣ ନିଷ୍ପତ୍ତି ନେଲେ ଜଣା ପଡୁନାହିଁ। ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ସେ

ବାତ୍ୟା ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି

ରାଜ୍ୟରେ ଚାଷୀ ପରିବାରର ମାସିକ ଆୟ ବୃଦ୍ଧି ଘଟିଛି। ୨୦୧୨ରେ ଚାଷୀ ପରିବାରର ମାସିକ ଆୟ ୪୯୭୬ ଟଙ୍କା ଥିଲା ବେଳେ ୨୦୧୯ରେ  ଏହା ୫୦୧୨ ଟଙ୍କାକୁ ବୃଦ୍ଧିପାଇଛି। ବାତ୍ୟା ଓ ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି। ବିଧାନସଭା ଅଧିବେଶନରେ ବୁଧବାର କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏହା

ବିଶ୍ୱ ଖାଉଟି ଅଧିକାର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ହେଉଛି ବିଶ୍ୱ ଖାଉଟି ଅଧିକାର ଦିବସ। ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତ୍ୟେକ ଖାଉଟି ଯେପରି ସେମାନଙ୍କର ଅଧିକାର ଓ ଦାୟିତ୍ୱ ବାବଦରେ ସଚେତନ ହୋଇପାରିବେ, ସେଥିପାଇଁ ସମସ୍ତେ ମିଳିତ ପ୍ରୟାସ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ।

ପୁଣି ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର : ଭୁବନେଶ୍ୱର ମୁହାଁ ଦେଢଲକ୍ଷ ଶିକ୍ଷକ

ପୁଣି ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର । ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଛନ୍ତି ଦେଢଲକ୍ଷ ଶିକ୍ଷକ ଶିକ୍ଷୟିତ୍ରୀ । ଆଜି ଆନ୍ଦୋଳନ ଡାକରା ଦିଆଯାଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶିକ୍ଷକ ଶିକ୍ଷୟିତ୍ରୀ ଭୁବନେଶ୍ୱର ଆସୁଛନ୍ତି । ତିନି ଦଫା ଦାବି ନେଇ ଏହି ଦେଢଲକ୍ଷ ପ୍ରାଥମିକ

ଶିଶୁଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍

ଶିଶୁମାନଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍ । ବିଶେଷ କରି ୫ ବର୍ଷରୁ କମ୍ ଅଧିକାଂଶ ଶିଶୁ ଏଚ୍୩ଏନ୍୨ରେ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ପିଲାମାନଙ୍କ କ୍ଷେତ୍ରରେ ଔଷଧ ଓ ବିଶେଷ କରି ଆଣ୍ଟିବାୟୋଟିକ୍ କାମ ଦେଉନାହିଁ । ଚଳିତ ବର୍ଷ ଜାନୁଆରୀରୁ ବର୍ତ୍ତମାନ ସୁଦ୍ଧା ପୁନେରେ

ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ, ଅଟକାଇଲେ ହଳଦିଆ ନମ୍ବର ଥିବା ଗାଡ଼ି

୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଏହି କ୍ରମରେ ରାଜଧାନୀ ଭୁ‌ବନେଶ୍ବର ଉପକଣ୍ଡ ତମାଣ୍ଡୋରେ ଡ୍ରାଇଭର

ସାଇବର ଅପରାଧୀଙ୍କୁ ସାବାଡ଼ କରିବାକୁ ଦିଲ୍ଲୀ ପୁଲିସ-ଟ୍ରୁକଲର ମଧ୍ୟରେ ଚୁକ୍ତିନାମା

ଏବେ ଦିନକୁ ଦିନ ସାଇବର ଠକେଇର ସଂଖ୍ୟା ବଢ଼ିବାରେ ଲାଗିଛି | ସାଇବର ଠକମାନେ ଫୋନ କଲ କରି ଲୋକଙ୍କଠାରୁ ଓଟିପି ହେଉ ବା ଲିଙ୍କ ମାଧ୍ୟମରେ ଟଙ୍କା ଲୁଟିନେଉଛନ୍ତି | ବିଶେଷ କରି ସାଇବର ଠକମାନେ ବ୍ୟାଙ୍କ କର୍ମଚାରୀର ପରିଚୟ ଦେଇ ଆକାଉଣ୍ଟ-ପାନ କାର୍ଡ ଲିଙ୍କ ହେଉ ବା ଏଟିଏମ ପିନ ଅପଡେଟ କହି

ତାଳଚେର ଓଡ଼ିଶାର ସବୁଠୁ ପ୍ରଦୂଷିତ ସହର:ରିପୋର୍ଟ

ସ୍ବିଜରଲାଣ୍ଡର ସଂସ୍ଥା ଆଇକ୍ୟୁଏୟାର ପକ୍ଷରୁ ବର୍ଷ ୨୦୨୨ ପାଇଁ ବିଶ୍ବର ଏୟାର କ୍ବାଲିଟି ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟରେ କୁହାଯାଇଛି ଯେ ବିଶ୍ବର ୫୦ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରୁ ଭାରତର ୩୯ଟି ଅଛି । ଏହି ତାଲିକାରେ ଓଡ଼ିଶାର ତାଳଚେର ରହିଛି । ତାଳଚେର ସମ୍ପର୍କରେ

ନିଆଁ ଲାଗିଥିବା ୯୮ ପ୍ରତିଶତ ଅଞ୍ଚଳ ଉପରେ ଅନୁଧ୍ୟାନ କରାଯାଉଛି

ଜଙ୍ଗଲ ନିଆଁକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। ଆଜି ପ୍ରଶ୍ନକାଳରେ ଉଠିଛି ଜଙ୍ଗଲ ନିଆଁ ପ୍ରସଙ୍ଗ। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଜଙ୍ଗଲ ଜଳୁଛି ମନ୍ତ୍ରୀ କଣ ପଦକ୍ଷେପ ନେଉଛନ୍ତି। ସେହିପରି ବିଜେପି ବିଧାୟିକା କୁସୁମ ଟେଟେ ବି ସମାନ ପ୍ରସଙ୍ଗ