ଗଞ୍ଜେଇ ଜବତ, ୩ ଗିରଫ
କନ୍ଧମାଳ ଜିଲା ଫିରିଙ୍ଗିଆ ପୋଲିସ ୧୨୦ କେଜିରୁ ଉର୍ଦ୍ଧ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ପୁଲିସ ୨ ବାଇକ୍ ସହ ୩ ଜଣକୁ ଗିରଫ କରିବାରେ ସଫଳ ହୋଇଛି । ସୂଚନା ଅନୁସାରେ ଫିରିଙ୍ଗିଆ ପୋଲିସ କୌଣସି ସୂତ୍ରରୁ ଗଞ୍ଜେଇ ଚାଲାଣ ହେଉଥିବା ସୂଚନା ପାଇବା ପରେ ଶୁକ୍ରବାର ଫିରିଙ୍ଗିଆ ଥାନା ଅନ୍ତର୍ଗତ!-->…
