ଆସନ୍ତା ୧୦ରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାସ ୧୦ ତାରିଖରେ ରାଉରକେଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏଫଆଇଏଚ ହକି ପ୍ରୋ ଲିଗ୍ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଵେ। ଏଥି ସହିତ ୧୨୪ କୋଟି ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ୍ସ ଷ୍ଟାଡିୟମର!-->…
