ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ଗଲେ ସିସୋଦିଆ
ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ଗଲେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ରାଉସ୍ ଆଭେନ୍ୟୁ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଏବେ ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସିସୋଦିଆ ତିହାର ଜେଲରେ!-->…
