Odia News Portal
Yearly Archives

2023

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ବିଜେପି ବିଧାୟକଙ୍କ ପୁଅ

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି କର୍ଣ୍ଣାଟକ ବିଜେପି ବିଧାୟକଙ୍କ ପୁଅ । ତାଙ୍କ ଘରୁ ୬ କୋଟି ଟଙ୍କା ନଗଦ ଟଙ୍କା ମଧ୍ୟ ଜବତ ହୋଇଛି । ବିଜେପି ବିଧାୟକ ମଦଲ ବିରୁପକ୍ଷପ୍ପାଙ୍କ ପୁଅ ପ୍ରଶାନ୍ତ ମଦଲଙ୍କ ଘରୁ ଏହି ନଗଦ ଟଙ୍କା ଜବତ କରିଛି ଲୋକାୟୁକ୍ତ ଟିମ୍ । ବିରୁପକ୍ଷପ୍ପା ସମ୍ପ୍ରତି

ଦ୍ୱିତୀୟ ବିବାହ କରିବେ ରିତିକ୍ ରୋସନ୍

ବଲିଉଡର ଗ୍ରୀକ୍ ଗଡ୍ କୁହାଯାଉଥିବା ରିତିକ୍ ରୋସନଙ୍କ ବିବାହକୁ ନେଇ ଚର୍ଚ୍ଚା । ବାନ୍ଧବୀ ସବା ଆଜାଦଙ୍କୁ ରିତିଙ୍କ ସହ ଅନେକ ସମୟରେ ପରିବାର ସହ ଓ ପବ୍ଲିକରେ ଏକାଠି ଦେଖିବାକୁ ମିଳେ । ଆଉ କିଛି ଦିନ ପରେ ଏହି ଦୁଇଜଣ ବିବାହ କରିବାକୁ ଯାଉଛନ୍ତି ବୋଲି ଖବର ପ୍ରଚାର ହେଉଛି । ସୋସିଆଲ

ଅସୁସ୍ଥ ସୋନିଆ ଗାନ୍ଧୀ, ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅସୁସ୍ଥତା କାରଣରୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଜ୍ୱର ହେବା କାରଣରୁ ଗୁରୁବାର ଦିନ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ସେ ଡାକ୍ତରଙ୍କ ତତ୍ୱାବଧାନରେ ରହିଛନ୍ତି । ସର ଗଙ୍ଗାରାମ

ବସ୍-ବାଇକ୍ ମୁହାଁମୁହିଁ, ଜଣେ ମୃତ 

ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ – ପଦ୍ମପୁର ରାସ୍ତାରେ ଥିବା ଗୌଡ଼ପାଲି ଜୁରିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶତାବ୍ଦୀ ନାମକ ଏକ ଘରୋଇ ବସ୍ ଓ ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ଝାଡଖଣ୍ଡ ବଜେଟ; ବେରୋଜଗାରୀଙ୍କୁ ମାସିକ ୧ ହଜାର ଟଙ୍କା ଭତ୍ତା, ମହିଳା ଓ ଦିବ୍ୟାଙ୍ଗଙ୍କୁ ୧୫ଶହ ଟଙ୍କା

ଝାଡଖଣ୍ଡ ଅର୍ଥମନ୍ତ୍ରୀ ଡ.ରାମେଶ୍ୱର ଓରାଂବ ଆଜି ରାଜ୍ୟ ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଗତବର୍ଷ ରାଜ୍ୟ ପାଇଁ ୧,୦୧,୧୦୧ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରାଯାଇଥିବା ବେଳେ ଚଳିତ ବର୍ଷ ୧,୧୬,୪୧୮ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଏହି

ଚିନ୍ମୟୀଙ୍କ ହତ୍ୟା ରହସ୍ୟର କେବେ ଖୋଲିବ ଗୁମର 

ଭିସୁଟ ଛାତ୍ରୀ ଚନ୍ମୟୀ ପ୍ରିୟଦର୍ଶିନୀଙ୍କ ମୃତ୍ୟୁ ଏକ ହତ୍ୟାକାଣ୍ଡ ନା ଆତ୍ମହତ୍ୟା ତାହା ଏ ଯାଏ କିଛି ଜଣାପଡିଲା ନାହିଁ । ଏପଟେ ପରିବାର ଲୋକେ ଝିଅକୁ ହତ୍ୟା କରାଯାଇଛି ବୋଲି ଦାବି କରୁଛନ୍ତି । ଚିନ୍ମୟୀଙ୍କ ବାପା ଜଣେ ଡାକ୍ତର । ସେ ଶବକୁ ଦେଖିବା ପରେ ଝିଅଙ୍କୁ ହତ୍ୟା କରାଯାଇଥିବା

୨୫ ସିନେମା ହଲରେ ମୁକ୍ତିଲାଭ କଲା ‘ବାଜିବ ଲୋ ସାହାନାଇ’

‘ଆର୍‌ଜେଡି ଆର୍ଟସ୍’ ନିବେଦିତ ଓଡ଼ିଆ ସିନେମା ‘ବାଜିବ ଲୋ ସାହାନାଇ’ ଆଜି ମୁକ୍ତିଲାଭ କରିଛି। ଭୁବନେଶ୍ବରସ୍ଥିତ ସିନେପଲିସ୍‌ ସମେତ ରାଜ୍ୟର ୨୫ଟି ପ୍ରେକ୍ଷାଳୟ‌ରେ ଏହା ପ୍ରଦର୍ଶିତ ହୋଇଛି। ଏଥିରେ ଅମ୍ଳାନ୍, ଝିଲିକ୍ ଓ ସମ୍ବିତ ମୁଖ୍ୟ ଭୂମିକାରେ ରହିଥିବା ବେଳେ ସ୍ବର୍ଗତ ରାଇମୋହନ

୫ଟି ସଚିବଙ୍କ ଦୁଇଦିନିଆ ମୟୂରଭଞ୍ଜ ଗସ୍ତ

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦୁଇ ଦିନିଆ ଗସ୍ତରେ ମୟୂରଭଂଜ ଜିଲ୍ଲାରେ ପହଞ୍ଚିଛନ୍ତି ୫ ଟି ସଚିବ ଭିକେ ପାଣ୍ଡିୟାନ। ଗସ୍ତର ପ୍ରଥମ ଦିନରେ ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ପଡିଆବେଡା ଗ୍ରାମ ପଞ୍ଚାୟତର କଳାଶିରା ଗ୍ରାମରେ ୧୧ଟା୨୫ରେ ପହଞ୍ଚି ପର‌୍ୟ୍ୟଟନ

ବାସଭବନରୁ ନଗଦ ୬ କୋଟି ଟଙ୍କା ଜବତ ପରେ ‘ସୋପ୍‌ସ୍‌ ଆଣ୍ଡ୍‌ ଡିଟର୍‌ଜେଣ୍ଟ୍‌ସ୍‌ ଲିମିଟେଡ୍‌’ର ଅଧ୍ୟକ୍ଷ ପଦରୁ…

‘ଲୋକାୟୁକ୍ତ’ର ଦୁର୍ନୀତି ନିରୋଧୀ ଶାଖା ବାସଭବନରୁ ନଗଦ ୬ କୋଟି ଟଙ୍କା ଜବତ କରିବା ପରେ ଆଜି କର୍ଣ୍ଣାଟକ ‘ବିଜେପି’ ବିଧାୟକ ମଣ୍ଡଳ ବିରୁପାକ୍ଷପ୍ପା ‘ମୈସୋର୍‌ ସାଣ୍ଡାଲ୍‌ ସାବୁନ୍‌’ର ନିର୍ମାତା ‘କର୍ଣ୍ଣାଟକ ସୋପ୍‌ସ୍‌ ଆଣ୍ଡ୍‌ ଡିଟର୍‌ଜେଣ୍ଟ୍‌ସ୍‌ ଲିମିଟେଡ୍‌’ର ଅଧ୍ୟକ୍ଷ ପଦରୁ ଇସ୍ତଫା

ଡିଜେ ସାଉଣ୍ଡ ହେଲା କାଳ, ଷ୍ଟେଜ୍ ଉପରେ ହିଁ ଚାଲିଗଲା ବର ଜୀବନ

ଡିଜେ ସାଉଣ୍ଡ ହେଲା କାଳ । ଷ୍ଟେଜ୍ ଉପରେ ହିଁ ଟଳିପଡିଲା ବର । ହସ୍ପିଟାଲ ନେଉନେଉ ବାଟରେ ଚାଲିଗଲା ଜୀବନ । ଏଭଳି ଘଟଣା ଘଟିଛି ବିହାର ସୀତାମଢି ଅଞ୍ଚଳରେ ।ସୂଚନା ମୁତାବକ, ବୁଧବାର ରାତିରେ ଇନ୍ଦରବା ଗାଁର ଯୁବତୀଙ୍କୁ ବିବାହ କରିବାକୁ ଏଠାରେ ବରଯାତ୍ରୀ ନେଇ ପହଞ୍ଚିଥିଲେ ଧନହା ପଞ୍ଚାୟତର