୨ ହଜାର ଟଙ୍କା ନୋଟ ବଦଳାଇବାକୁ ଭୁବନେଶ୍ୱର ରିଜର୍ଭ ବ୍ୟାଙ୍କ କାର୍ଯ୍ୟାଳୟ ସାମ୍ନାରେ ଭିଡ଼
୨ ହଜାର ଟଙ୍କା ନୋଟ ବଦଳାଇବାକୁ ଭୁବନେଶ୍ୱର ରିଜର୍ଭ ବ୍ୟାଙ୍କ କାର୍ଯ୍ୟାଳୟ ସାମ୍ନାରେ ଭିଡ଼ ଲାଗିବା ପରେ ଏବେ ଏହାକୁ ନେଇ ତନାଘନା ଆରମ୍ଭ କରିଛି ଇଓଡବ୍ଲୁ ଓ ଇଡି। ଟଙ୍କା ବଦଳାଇବାକୁ କିଛି ଦଲାଲ ଦିନ ମଜୁରିଆଙ୍କୁ ଛିଡ଼ା କରାଉଥିବାର ଖବର ସାମ୍ନାକୁ ଆସିବା ପରେ ଇଓଡବ୍ଲୁ ଟଙ୍କା ବଦଳାଇବାକୁ!-->…