Odia News Portal
Yearly Archives

2023

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ବସ୍‌; ୧୪ ଆହତ

ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସରକାରୀ ବସ୍। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ଗାଁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ

ପୁରୀରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ

ପୁରୀରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ମଙ୍ଗଳବାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଘୁବର ଦାସ ପୁରୀ ରାଜଭବନକୁ

ଟ୍ରେନ୍ ଦୁର୍ଘଟଣା : ତୁରନ୍ତ ସହାୟତା ପାଇଁ ଏସଆରସି ଓ ୨ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆନ୍ଧ୍ର ପ୍ରଦେଶର କଣ୍ଟାକାପାଲି ଏବଂ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଟ୍ରେନ ଦୁର୍ଘଟଣାରେ କିଛି ଯାତ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ପ୍ରତି ମଧ୍ୟ ତାଙ୍କର ସମବେଦନା ଜଣାଇବା ସହ ଶ୍ରୀ ପଟ୍ଟନାୟକ ଆହତ

ଟ୍ରେନ୍ ଦୁର୍ଘଟଣା : ମିଳିଲା ୧୧ ମୃତକଙ୍କ ପରିଚୟ

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ରେଳ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ ୧୪ ମୃତକଙ୍କ ମଧ୍ୟରୁ ୧୧ ଜଣଙ୍କ ପରିଚୟ ମିଳିଛି । ସେମାନଙ୍କ ମଧ୍ୟରୁ କେହି ଓଡ଼ିଶାର ନୁହନ୍ତି । ଅନ୍ୟ ୩ ମୃତକଙ୍କ ପରିଚୟ ମିଳିପାରିନି । ମୃତକଙ୍କ

ଓଡ଼ିଶାକୁ ବିଭାଜନ କରନ୍ତୁନି- ଜିତୁ ମଙ୍ଗରାଜ

ଓଲିଉଡ୍ କଳିକୁ ନେଇ ଅଭିନେତା ଜିତୁ ମଙ୍ଗରାଜଙ୍କ ପ୍ରତିକ୍ରିୟା । ବିବାଦର ମଂଜି ବୁଣଛନ୍ତି ମନୋଜ । ତାଙ୍କ କଥା ବ୍ୟଥିତ କରିଛି ବୋଲି କହିଛନ୍ତି ଜିତୁ ମଙ୍ଗରାଜ । ମୁଁ କୌଣସି ଅସମ୍ମାନ କରିନି, ପଶ୍ଚିମ ଓଡ଼ିଶା ବାବଦରେ କିଛି କହିନି । ଆପଣ ପଶ୍ଚିମ ଓଡ଼ିଶା ବ୍ରାଣ୍ଡ ଆମ୍ବାସାଡର ନୁହଁନ୍ତି,

ବିପର୍ଯ୍ୟୟ ମୁକାବିଲା ପାଇଁ ଖର୍ଚ୍ଚ ହେବ ୨ ହଜାର କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବିପର୍ଯ୍ୟୟ ମୁକାବିଲା ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିପର୍ଯ୍ୟୟ ମୁକାବିଲା ପାଇଁ ସବୁ ଗାଁକୁ ପ୍ରସ୍ତୁତ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ ଅବସରରେ ମୁଖ୍ୟ

ସର୍ଦ୍ଦାର ପଟେଲ ଜୟନ୍ତୀରେ ଲଞ୍ଚ ହେବ ‘ମେରା ଯୁବା ଭାରତ’ : ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ଅକ୍ଟୋବର ୩୧ ତାରିଖରେ ଦେଶବ୍ୟାପୀ ଏକ ବଡ଼ ସଂଗଠନ ଲଞ୍ଚ ହେବାକୁ ଯାଉଛି। ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ମେରା ଯୁବା ଭାରତ ଲଞ୍ଚ ହେବ। ଏହା ଦେଶର ଯୁବକମାନଙ୍କୁ ରାଷ୍ଟ୍ରନିର୍ମାଣର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବାର ସୁଯୋଗ ପ୍ରଦାନ କରିବ ବୋଲି ଆଜି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରୁ ଗୌହାଟି ଦେଢ ଘଣ୍ଟା, ଆଜି ଠୁ ଆରମ୍ଭ ହେବ ବିମାନ ସେବା

ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟି ପହଞ୍ଚିବେ । ଓଡ଼ିଶାରୁ ଗୌହାଟୀ ସିଧାସଳଖ ଉଡ଼ିବ ବିମାନ । ଆଜିଠାରୁ ଆରମ୍ଭ ହେବ ଏହି ସେବା । ଏହାସହ ଉତ୍ତର-ପୂର୍ବ ରାଜ୍ୟ ସହ ଯୋଡ଼ି ହେବ ଓଡ଼ିଶା । ପ୍ରତିଦିନ ଅପରାହ୍ନ 1.28 ରେ ଭୁବନେଶ୍ୱର ଛାଡ଼ି 2.55 ରେ ଗୌହାଟି ପହଞ୍ଚିବ । ଏହା ପରେ ଅପରାହ୍ନ

ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ଗିରଫ

ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ଗିରଫ । ପ୍ରଦୀପ ପ୍ରଧାନଙ୍କୁ ଗିରଫ କଲା ଭୁବନେଶ୍ବର ମହିଳା ଥାନା ପୋଲିସ । ଏକ ମାମଲାରେ ପୁଲିସ ଥାନାକୁ ଡାକିଥିଲା। ତାପରେ ତାଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଥିଲା। ପରେ ଗିରଫ କରିଛି। ତେବେ କେଉଁ ମାମଲାରେ ପ୍ରଦୀପଙ୍କୁ ପୁଲିସ ଡାକିଥିଲା ତାହା

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା 

ଆଜି ହେଉଛି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ବିପାକରୁ ବେଳେ ଏହାର ମୁକାବିଲା ପାଇଁ ଠୋସ୍ ପ୍ରସ୍ତୁତି, କୁଶଳ ପ୍ରତିକ୍ରିୟା ଓ ଜିରୋ କାଜୁଆଲିଟି ଆଭିମୁଖ୍ୟ ଯୋଗୁଁ ଓଡିଶାର ବିପର୍ଯ୍ୟୟ ପରିଚାଳନା ମଡେଲ୍ ସାରା