ଅକ୍ଷୟଙ୍କ ବଡ ନିଷ୍ପତି, ଛାଡିବେ କାନାଡାର ନାଗରିକତ୍ୱ
ପରଷ୍ଟାର ଅକ୍ଷୟ କୁମାର ତାଙ୍କର ଅଭିନୟ ଯାଦୁରେ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ରସ୍ଥାନ ପାଇଛନ୍ତି। ସେ ଏବେ ତାଙ୍କ ଆଗାମୀ ସିନେମା ‘ସେଲଫି’ର ପ୍ରମୋସନ ପାଇଁ ବ୍ୟସ୍ତ ଅଛନ୍ତି।
ଏହି ପ୍ରମୋସନ ସମୟରେ ଏକ ସାକ୍ଷାତକାରରେ ଅକ୍ଷୟ କହିଛନ୍ତି, ଭାରତ ମୋ ପାଇଁ ସବୁକିଛି। ଯାହାବି ରୋଜଗାର କରିଛି!-->!-->!-->…
