Odia News Portal
Yearly Archives

2023

ଆଜି ଭାରତ-ଇଂଲଣ୍ଡ ମୁକାବିଲା

ଆଇସିସି ବିଶ୍ୱକପ୍ ୨୦୨୩ର ୨୯ତମ ମ୍ୟାଚ୍ ଭାରତ ଓ ଇଂଲଣ୍ଡକୁ ମଧ୍ୟରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ ରବିବାର ଖେଳାଯିବ । ବିଶ୍ୱକପ୍‌ରେ ଭାରତ ପାଞ୍ଚଟି ମ୍ୟାଚ୍ ଖେଳି ପାଞ୍ଚଟିରେ ବିଜୟ ହାସଲ କରି ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି । ଇଂଲଣ୍ଡ ବିପକ୍ଷରେ ରୋହିତ ଶର୍ମାଙ୍‌କ ନେତୃତ୍ୱାଧିନ

କଟକ ନେତାଜୀ ବସ୍ ଟର୍ମିନାଲ୍ ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ

୫-ଟି ଅଧ୍ୟକ୍ଷ କଟକରେ ନୂତନ ଭାବେ ନିର୍ମିତ ଓ କାର୍ୟ୍ୟକ୍ଷମ ହୋଇଥିବା ନେତାଜୀ ବସ୍ ଟର୍ମିନାଲ୍ ଆଜି ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଲୋକଙ୍କ ମତାମତ ଜାଣିବା ପାଇଁ ଯାତ୍ରୀ, ବିକ୍ରେତା, ସେବା ପ୍ରଦାନକାରୀ, ବସ୍ ଅପରେଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ।

ବିଦାୟୀ ବେଳେ ଭାବ ବିହ୍ବଳ ହେଲେ ରାଜ୍ୟପାଳ ଗଣେଣୀ ଲାଲ୍

ଓଡ଼ିଶା ଛାଡିଲେ ରାଜ୍ୟବାସୀଙ୍କ ପ୍ରିୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଓଡ଼ିଶା ଛାଡିବା ପୂର୍ବରୁ ଭାବବିହ୍ବଳ ହୋଇ ପଡି ବିଦାୟୀ ରାଜ୍ୟପାଳ କହିଥିଲେ, ମୁଁ ଓଡ଼ିଶାରୁ ବହୁତ କିଛି ଶିଖିଛି ଓ ପାଇଛି। ଓଡ଼ିଶାବାସୀ ମତେ ବହୁତ ସ୍ନେହଶ୍ରଦ୍ଧା ଓ ସମ୍ମାନ ଦେଇଛନ୍ତି। ମୁଁ କାହିଁକି ଆସିଛି ଓ

ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା

ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି। ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା। ପୂର୍ବ-ସିରିୟାର ୨ଟି ସ୍ଥାନରେ ଏୟାର ଷ୍ଟ୍ରାଇକ ହୋଇଛି । F-16 ବିମାନରୁ ହୋଇଛି ବୋମାମାଡ । ଇରାନ ରିଭୋଲ୍ୟୁସନାରି ଗାର୍ଡସ ଓ ଆତଙ୍କୀ ଆଡ୍ଡାକୁ ଟାର୍ଗେଟ୍ କରାଯାଇଛି । ଇରାନ ରିଭୋଲ୍ୟୁସନାରି

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ପାରା ଏସୀୟ କ୍ରୀଡାରେ ଏସଏଲ୩ ପୁରୁଷ ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରମୋଦ ଭଗତଙ୍କ ଏହି ଉଲ୍ଲେଖନୀୟ ସଫଳତା ରାଜ୍ୟ ଓ ଦେଶ ପାଇଁ ଗୈାରବ ଆଣିବାକୁ ଅନ୍ୟ କ୍ରୀଡାବିତମାନଙ୍କୁ ପ୍ରେରଣା

ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱରୂପ ନାୟକଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ

ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ।ସେ ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ

5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ

5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା

ଲିଙ୍ଗରାଜ ମନ୍ଦିର ବିବାଦ: ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗ

ଲିଙ୍ଗରାଜ ମନ୍ଦିର ବିବାଦ ଘଟଣାରେ ନୂଆ ମୋଡ । ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗ । ବିବାଦର ସମାଧାନ ନହେବାରୁ ବୋର୍ଡରୁ ଇସ୍ତଫା ଦେଇଥିବା ସେମାନେ ସୂଚନା ଦେଇଛନ୍ତି । ଲିଖିତ ଭାବେ ଦେବତୋର କମିସନଙ୍କୁ ଇସ୍ତଫା ପତ୍ର ଦେଇଥିବା

ରାତି ପାହିଲେ ଆରମ୍ଭ ହେବ ଗଜଲକ୍ଷ୍ମୀ ପୂଜା 

ରାତି ପାହିଲେ ଆରମ୍ଭ ହେବ ଗଜଲକ୍ଷ୍ମୀ ପୂଜା । ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଂଚିଛି । କୁମାର ପୂର୍ଣ୍ଣିମା ଠାରୁ ୧୧ ଦିନ ଧରି ଚାଲିବ ଗଜଲକ୍ଷ୍ମୀ ପୂଜା । ଏଥିପାଇଁ ଚଳଚଂଚଳ ହେଲାଣି ଢେଙ୍କାନାଳ ସହର । ମୃଣ୍ମୟୀ ମୂର୍ତି ନିର୍ମାଣ ଠାରୁ ଆରମ୍ଭ କରି ତୋରଣ ସାଜସଜା କାମରେ ଲାଗିପଡିଛନ୍ତି