ସଡ଼କ ଦୁର୍ଘଟଣା ପୂର୍ବବର୍ଷ ତୁଳନାରେ ୧୨.୬୪% ବୃଦ୍ଧି
ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ରାଜ୍ୟରେ ଘଟୁଥିବା ସଡ଼କ ଦୁର୍ଘଟଣା ସଂପର୍କିତ କିଛି ତଥ୍ୟ ଉପସ୍ଥାପନ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ୨୦୨୧ ମସିହାରେ ସର୍ବଭାରତୀୟ ସ୍ତରରେ ସଡ଼କ ଦୁର୍ଘଟଣା!-->…
