ଆଜି ଆଗତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍
ଆଜି ରାଜ୍ୟ ବଜେଟ୍ । ବିଧାନସଭାରେ ଉପସ୍ଥାପିତ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ । ଏଥିରେ ବ୍ୟୟବରାଦ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିପାରେ । ୨୦୨୨-୨୩ ଆର୍ଥିକ ବର୍ଷରେ ବଜେଟ୍ ଆକାର ଥିଲା ୨ ଲକ୍ଷ କୋଟି!-->…
