Odia News Portal
Yearly Archives

2023

ନବ ଦାସ ହତ୍ୟା ମାମଲାରେ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି

ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ପୁଣି ଅଚଳ ହୋଇଛି ବିଧାନସଭା। ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ଉପସ୍ଥାପନ

ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା, ପ୍ରଶ୍ନକାଳ ବାତିଲ

ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳରେ କମ୍ଫିଲା ବିଧାନସଭା । ବିରୋଧୀଙ୍କ ହଟ୍ଟଗୋଳ ପାଇଁ ୧୧ଟା ୩୦ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି । ବିଜେପି ଓ କଂଗ୍ରେସ ନବ ଦାସ ହତ୍ୟା ଓ ଆଇନ୍‌ଶୃଙ୍ଖଳା ପସଙ୍ଗ ଉଠାଇ ଗୃହରେ ନାରାବାଜି କରିଥିଲେ ।

ମହିଳା ସଫେଇ କର୍ମଚାରୀଙ୍କ ମଣିଷପଣିଆ, ଅଳିଆ ଗଦାରୁ ମିଳିଥିବା ସୁନା ଚେନ୍ ଫେରାଇଲେ

ଆଜି ବି ବଞ୍ଚିଛି ମାନବିକତା, ମଣିଷପଣିଆ । ଲୋକଙ୍କ ମଧ୍ୟରେ ରହିଛି ସହୃଦୟତା । ଭୁବନେଶ୍ଵରର ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟରରେ କାମ କରୁଥିବା ଜଣେ ସଫେଇ କର୍ମଚାରୀ ମାନବିକତାର ପରିଚୟ ଦେଇ ଅଳିଆ ମଧ୍ୟରୁ ସେ ପାଇଥିବା ଏକ ସୁନା ଚେନ୍ ସେ ପ୍ରକୃତ ମାଲିକଙ୍କୁ ଫେରାଇ ଦେଇଛନ୍ତି। ମାସକୁ ମାତ୍ର

ଆଜି ମହାପ୍ରଭୁଙ୍କ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ

ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର)

ସାମ୍ବାଦିକଙ୍କ ପାଇଁ ଲକ୍ଷ୍ମଣରେଖା

ସାମ୍ବାଦିକଙ୍କ ପାଇଁ ଲକ୍ଷ୍ମଣରେଖା । ବିଭିନ୍ନ କାର୍ଯ୍ୟକ୍ରମରେ ଲଗାଇ ଦିଆଯାଉଛି କଟକଣା । ଆଦିବାସୀ ମେଳାକୁ ସାମ୍ବାଦିକଙ୍କୁ ବାରଣ କରି ଭିଡିଓ ପଠାଇ ଦେବ କହିଲା ସୂଚନା ଓ ଲୋକସମ୍ପର୍କ ବିଭାଗ । ସେପଟେ ବିଧାନସଭାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରବେଶ ବେଳେ ଦଉଡି ବାନ୍ଧି ସାମ୍ବାଦିକଙ୍କୁ

କ୍ୟାରିୟର ଗଠନ ନିମନ୍ତେ ସୋଆର ପୁରାତନ ଛାତ୍ରଙ୍କ ଦ୍ୱାରା ଦୁଇଟି ପୁସ୍ତକ ରଚିତ

ଛାତ୍ରଛାତ୍ରୀମାନେ ବୃତିଗତ ଦୁନିଆରେ ଓ ପ୍ରତିଯୋଗିତାମୂଳକ ପରିବେଶରେ ନିଜ ସ୍ଥିତିକୁ ସୁଦୃଢ଼ କରିବାର ମନ୍ତ୍ର ଦେବାର ଉଦ୍ଦେଶ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଦୁଇଜଣ ପୁରାତନ ଛାତ୍ର ଦୁଇଟି ପୁସ୍ତକ ରଚନା କରିଛନ୍ତି ।ସୋଆର ପୁରାତନ ଛାତ୍ର ଅରବିନ୍ଦ ଦାସ “କର୍ପୋରେଟ ବ୍ରହ୍ମାସ୍ତ୍ର”

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର ଆୟୋଜିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତ୍‌ୁ ଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଦଶ ଜଣ

ଏହି ଚଳଚିତ୍ରକୁ ମିଳିଲା ଦାଦାସାହେବ ଫାଲକେ ଆଓ୍ବାର୍ଡ

ଭାରତୀୟ ଚଳଚ୍ଚିତ୍ର ଜଗତର ସମ୍ମାନଜନକ ପୁରସ୍କାର ଦାଦା ସାହେବ ଫାଲକେ ପୁରସ୍କାର- ୨୦୨୩ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ’ଦ କାଶ୍ମୀର ଫାଇଲ୍ସ’କୁ ମିଳିଛି ଶ୍ରେଷ୍ଠ ଫିଲ୍ମର ସମ୍ମାନ । ପୁରସ୍କାରକୁ କାଶ୍ମୀରୀ ହିନ୍ଦୁଙ୍କୁ ଫିଲ୍ମ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଉତ୍ସର୍ଗ କରିଥିବା

ଯାତ୍ରୀବାହୀ ବସ୍‌ ଜାଳିଦେଲେ ଦୁର୍ବୁତ୍ତ

ଛିଡ଼ା ହୋଇଥିବା ଯାତ୍ରୀବାହୀ ବସ୍‌ରେ ଦୁର୍ବୁତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଗତକାଲି ମଧ୍ୟରାତ୍ରିରେ ଘଟିଥିବା ଏହି ଘଟଣାର ଶିକାର ହୋଇଛନ୍ତି ବସ୍‌ ଭିତରେ ଶୋଇଥିବା କଣ୍ଡକ୍ଟର। କିନ୍ତୁ ସୌଭାଗ୍ୟର ବିଷୟ ଯେ, କଣ୍ଡକ୍ଟର ଜଣକ ନିଶ୍ଚିତ ଭାବେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ନୂଆଗାଁ

ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବ : ଡିଏମଇଟି

ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ ବୋଲି ଡିଏମଇଟି ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା