Odia News Portal
Yearly Archives

2023

ପୁତୁରା ବାହଘରରେ ଟଙ୍କା ବୃଷ୍ଟି କଲେ ପୂର୍ବତନ ଗୁଜୁରାଟୀ ସରପଞ୍ଚ

ଗୁଜରାଟର ମହେସାଣା ଜିଲ୍ଲାରେ ଆୟୋଜିତ ଗୋଟାଏ ବିବାହ ଅନୁଷ୍ଠାନରେ ଜଣେ ପୂର୍ବତନ ଗାଆଁ ସରପଞ୍ଚ ତାଙ୍କ ଘର ଛାତ ଉପରୁ ଟଙ୍କା ବୃଷ୍ଟି କରୁଥିବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହୋଇଛି। ସଂଗୃହୀତ ସୂଚନା ଅନୁସାରେ, ଗୁଜରାଟର କେକ୍‌ରି ତହସିଲ୍‌ ଅନ୍ତର୍ଗତ ସେବାଦା

ଜାପାନରେ ପଡିଲା ଉତ୍ତରକୋରିଆର ବାଲିଷ୍ଟିକ କ୍ଷେପାଣାସ୍ତ୍ର

ଶନିବାର ଦିନ ଉତ୍ତର କୋରିଆ ନିକ୍ଷେପ କରିଥିବା ଗୋଟାଏ ଅର୍ନ୍ତମହାଦେଶୀୟ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ଜାପାନର ଉପକୂଳବର୍ତ୍ତୀ ସମୁଦ୍ର ଜଳରାଶିରେ ପଡ଼ିଥିବା କଥା ସିଓଲ୍‌ ଓ ଟୋକିଓ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଆଗକୁ ହେବାକୁ ଥିବା ଆମେରିକା-ଦକ୍ଷିଣ କ‌ୋରିଆ ସାମରାଭ୍ୟାସର କଡ଼ା ଜବାବ

ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ଭାବରେ ଘୋଷଣା ହେବ: ମୁଖ୍ୟମନ୍ତ୍ରୀ

ପଦମପୁର ପହଞ୍ଚିସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ଝାରବନ୍ଧ ସଭାସ୍ଥଳରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ଭାବରେ ଘୋଷଣା ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଓଡିଆ ପ୍ରଥା ପରମ୍ପରାକୁ ନେଇ ନିର୍ମାଣ ଚାଲିଛି ଚଳଚ୍ଚିତ୍ର ‘ପ୍ରଥା’

ନିକଟରେ ବହୁ ସଫଳତା ପାଇଥିବା ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଦୁଇଟି ଆଖିଦୃଶିଆ ଉଦାହରଣ। ସେମିତି ଏକ ମୌଳିକ ଓଡ଼ିଆ କାହାଣୀକୁ ନେଇ ନିର୍ମାଣ ହେଉଛି ସାନଲିଶା ସିଗ୍ନେଚର ପ୍ରଡକ୍ସନ୍ ହାଉସ୍‌ର ନୂଆ ଚଳଚ୍ଚିତ୍ର ‘ପ୍ରଥା’। ଚଳିତ ସପ୍ତାହରେ ଭୁବନେଶ୍ବରର ଏକ

ଯୁଦ୍ଧ ପାଇଁ ସଙ୍କଟରେ ରୁଷ ଅର୍ଥନୀତି

ୟୁକ୍ରେନ ଉପରେ ରୁଷ୍‌ର ଆକ୍ରମଣକୁ ଆଉ କିଛିଦିନ ପରେ ବର୍ଷେ ପୂରିବ। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ୟୁ‌କ୍ରେନ ଉପରେ ଆକ୍ରମଣ କରିବା ଫଳରେ ରୁଷ ଅର୍ଥନୀତିକୁ କ୍ଷତି ସହିବାକୁ ପଡ଼ୁଛି। ଏକଦା ବିଶ୍ବର ୫ଟି ବଡ଼ ଅର୍ଥନୀତି ମଧ୍ୟରେ ରୁଷ୍‌କୁ ରଖିବାକୁ ପୁଟିନ ଯୋଜନା କରିଥିଲେ। କିନ୍ତୁ

ଦିଲ୍ଲୀ ମଦ ଦୁର୍ନୀତି:ସିବିଆଇ ଆଗରେ ଆଜି ହାଜର ହେବେ ନାହିଁ ସିସୋଦିଆ

ଦିଲ୍ଲୀ ଅବକାରୀ ନୀତି ସମ୍ପର୍କରେ ପଚରାଉଚରା ପାଇଁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଆଜି ହାଜର ହେବାକୁ ସିବିଆଇ ସମନ ଜାରି କରିଥିଲା । କିନ୍ତୁ ସିସୋଦିଆ ତଦନ୍ତକାରୀ ସଂସ୍ଥାକୁ ଏକ ଚିଠି ଲେଖି ସମୟ ମାଗିଛନ୍ତି । ସେ କହିଛନ୍ତି ଯେ ଅର୍ଥମନ୍ତ୍ରୀ ଭାବେ ତାଙ୍କୁ ବଜେଟ୍ ଉପସ୍ଥାପନ

ମହାଜାଗର ଉତ୍ସବରେ ୧୮ ଲକ୍ଷ ଦୀପ ଜାଳି ଗିନିଜ୍ ୱାଲ୍ଡ ରେକର୍ଡ ସୃଷ୍ଟି କରିଛି ଉଜ୍ଜୟନୀ

ଶନିବାର ଦିନ ମହା ଶିବରାତ୍ରୀ ଅବସରରେ ମଧ୍ୟପ୍ରଦେଶର ଉଜ୍ଜୟିନୀ ୧୮.୮୨ ଲକ୍ଷ ମାଟିଦୀପ ଜାଳି ନୂଆ ‘ଗିନିଜ୍‌’ ବିଶ୍ବ ରେକର୍ଡ ସୃଷ୍ଟି କରିଛି। ଏହାପୂର୍ବରୁ, ଗତବର୍ଷ ଦୀପାବଳିରେ ସର୍ବାଧିକ ଦୀପ ପ୍ରଜ୍ଜ୍ବଳନ କରି ଉତ୍ତର ପ୍ରଦେଶର ଅଯୋଧ୍ୟା ‘ଗିନିଜ୍‌’ ରେକର୍ଡ କରିଥିଲା। ସେଦିନ

ବିହାରରୁ ମାଷ୍ଟରମାଇଣ୍ଡ ଗିରଫ

କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟି ଟଙ୍କା ଠକେଇ କରିଥିବା ମାଷ୍ଟରମାଇଣ୍ଡଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତ ହେଲେ

ପୁଣି ଥରେ ଫେରିବେ ‘ହେରାଫେରି’ ଟ୍ରିଓ, କିଛି ନୂଆ ଅନ୍ଦାଜରେ

‘ହେରାଫେରି’ ଫିଲ୍ମରେ ଅଭିନୟ କରିଥିବା ଅକ୍ଷୟ କୁମାର, ପରେଶ ରାୱଲ୍‌ ଓ ସୁନୀଲ ସେଟ୍ଟୀଙ୍କୁ ଏକତ୍ର ଭାବି ଦେଲେ ବି ଦର୍ଶକଙ୍କ ମୁହଁରେ ହସ ଫୁଟିଯାଏ। ଏହି ୩ ଜଣଙ୍କ କେମେଷ୍ଟ୍ରି ସେ ସମୟରେ ଫିଲ୍ମଟିକୁ ପ୍ରତ୍ୟେକଙ୍କ ପ୍ରିୟ ବନାଇବାରେ ସମର୍ଥ ହୋଇଥିଲା। ଦର୍ଶକଙ୍କର ଆଶା ଥିଲା ଯେ ପୁଣି ଥରେ

ଧୋନୀ ଖେଳିବେ ଶେଷ ମ୍ୟାଚ 

ଇଣ୍ଡିଆନ ପ୍ରିମିୟର ଲିଗର ୧୬ତମ ସଂସ୍କରଣ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଆସନ୍ତା ମାର୍ଚ୍ଚ ମାସ ୩୧ ତାରିଖରୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ଓ ଗୁଜୁରାଟ ଜଏଣ୍ଟସ ପରସ୍ପରକୁ ଭେଟିବେ। ୧୬ତମ ସିଜିନର ଉଦଘାଟନ