ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦ୍ମପୁର ଗସ୍ତ
ପଦ୍ମପୁରରୁ ମିଶନ ପଶ୍ଚିମ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦ୍ମପୁର ଗସ୍ତ। ୨୦୨୪ ପାଇଁ ପଦ୍ମପୁରରୁ ପଶ୍ଚିମଦ୍ୱାର ଖୋଲିବେ ନବୀନ। ମୁଖ୍ୟମନ୍ତ୍ରୀଙ୍କ ୩ ମାସ ଭିତରେ ଏହା ଦ୍ୱିତୀୟ ପଦ୍ମପୁର ଗସ୍ତ। ଆଜିର ଗସ୍ତରେ ବଡ଼ ଘୋଷଣା ହୋଇପାରେ ବୋଲି ଆଶାବାନ୍ଧି ବସିଛନ୍ତି ପଦ୍ମପୁରବାସୀ।!-->…
