୫୦ ଦିନ ଲାଗିଥିଲା ନତାଶା ଙ୍କ ଡେର୍ସ
ଅଭିନେତ୍ରୀ ନତାଶା ଷ୍ଟାନକୋଭିକ୍ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଫେବୃୟାରୀ ୧୪ ଅର୍ଥାତ୍ ଭାଲେଣ୍ଟାଇନ୍ସ୍ ଡେ’ରେ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହାର୍ଦ୍ଦିକ ଏବଂ ନତାଶା ୨୦୨୦ରେ କୋର୍ଟ ବିବାହ କରିଥିଲେ। ବର୍ତ୍ତମାନ ଏହି ଦମ୍ପତି ପୁନର୍ବାର ବିବାହ କରି ଚର୍ଚ୍ଚରେ!-->…
