ବାଂଲା ମୁହାଁ ହାମୁନ୍, ଓଡ଼ିଶାକୁ ଭୟ ନାହିଁ: ମୃତ୍ୟୁଞ୍ଜୟ ମହାପାତ୍ର
ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ । ଏ ନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଓଡ଼ିଶାରେ ସେପରି କିଛି ପ୍ରଭାବ ପଡ଼ିବ ନାହିଁ । ଉତ୍ତର ଓଡ଼ିଶା ଉପକୂଳରେ କେବଳ ହାଲୁକା ବର୍ଷା ହେବ ।
ଓଡ଼ିଶାରେ ସେପରି କିଛି ପ୍ରଭାବ ପଡ଼ିବ ନାହିଁ । ଉତ୍ତର!-->!-->!-->…