ଅବଦୁର ରେହମାନର ଆଜି ହେବ ଦଣ୍ଡ ଘୋଷଣା
ଆତଙ୍କବାଦ କାର୍ଯ୍ୟକଳାପ ପ୍ରଚାରପ୍ରସାର କରିବା ଅଭିଯୋଗ । ଦୋଷୀ ସାବ୍ୟସ୍ତ ଆତଙ୍କବାଦୀ ଅବଦୁର ରେହମାନର ହେବ ଆଜି ଦଣ୍ଡଘୋଷଣା । କଟକ ଜଗତପୁର ଅଞ୍ଚଳର ଅବଦୁର ରେହମାନକୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀ ପଟିଆଲା ହାଉସକୋର୍ଟ ।
ଆତଙ୍କବାଦ କାର୍ଯ୍ୟକଳାପ ପ୍ରଚାରପ୍ରସାର କରିବା ଅଭିଯୋଗରେ!-->!-->!-->…
