ଆଇସିସି ମହିଳା ବିଶ୍ବକପ୍ ଟି-୨୦ : ଶ୍ରୀଲଙ୍କାର କ୍ରମାଗତ ବିଜୟ
ଉଦ୍ଘାଟନୀ ମ୍ୟାଚ୍ରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିବା ଶ୍ରୀଲଙ୍କା ଚଳିତ ଆଇସିସି ଟ୍ବେଣ୍ଟି-୨୦ ମହିଳା ବିଶ୍ବକପ୍ରେ କ୍ରମାଗତ ଦ୍ବିତୀୟ ବିଜୟ ହାସଲ କରିଛି। ଯୁବ ଖେଳାଳିଙ୍କୁ ନେଇ ଆସିଥିବା ଶ୍ରୀଲଙ୍କା ରବିବାର ବାଂଲାଦେଶକୁ ୭ ୱିକେଟ୍ରେ ପରାସ୍ତ!-->…
