ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସଚିବାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତିଙ୍କ!-->…
