ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କ ପୁଅ ସେଜି ଗିରଫ
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜିଙ୍କୁ ଗିରଫ କରାଯାଇଛି । ସ୍ଥାନୀୟ ସିନେମା ହଲରେ ଗତକାଲି ରାତିରେ ଗଣ୍ଡଗୋଳ ଏବଂ ଭଙ୍ଗାରୁଜା କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । କଣ୍ଟାବାଞ୍ଜି ପୋଲିସ ତାଙ୍କୁ ଗିରଫ କରି ବେଲପଡା ଥାନାରେ ପଚରାଉଚରା କରୁଥିବା ସୂଚନା!-->…
