୨୦ରୁ ବସ୍ ଧର୍ମଘଟ
ପୁଣି ବସ୍ ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ । ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ ନିଷ୍ପତ୍ତି ନିଆଯାଇଛି । ବସ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । ତେବେ ଲକ୍ଷ୍ମୀ ଯୋଜନାକୁ ବିରୋଧ!-->…