ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର
ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା!-->…
