ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ
ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ ହୋଇଛି। ଏହି ଦଳରେ ସର୍ଜରି, ଆନେସ୍ଥେସିଆ, ନ୍ୟୁରୋ, ମେଡିସିନ, କାର୍ଡିଆକ ଇତ୍ୟାଦି ବିଭାଗର ବରିଷ୍ଠ ଡାକ୍ତର ଅଛନ୍ତି। କ୍ୟାପିଟାଲ ହସ୍ପିଟାଲ!-->…
